CORONAVIRUS UPDATE: ରାଜ୍ୟରେ ପୁଣି ୨୧୩୮ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଲା

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ଶୁକ୍ରବାର ପୁଣି ୨୧୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି। ଏେ ନଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୧୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫୧ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୮୯ ଲୋକାଲ କେସ୍‌ ରହିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୬୪୧୪୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୫୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୩୮୫୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା...

ଦଶାହ କାର୍ଯ୍ୟକୁ ଆସି ଭାସିଗଲେ ନଦୀରେ

ଚିତ୍ରକୋଣ୍ଡା,୬ା୩: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ସିଲେରୁ ନଦୀରେ ଭାସିଯାଇ ଜଣେ ବ୍ୟକ୍ତି ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଶୈଳ ଠାକୁର। ଶୁକ୍ରବାର କଳାହାଣ୍ଡି...

ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର...

ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ...

୭ ହଜାର ଲିଟର ଦେଶୀ ମଦ ନଷ୍ଟ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ, ୧୬।୧୨: ବଲାଙ୍ଗୀର ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶୁକ୍ରବାର ବଲାଙ୍ଗୀର ବିଜାଖମନ ଜଙ୍ଗଲରେ ୭ ହଜାର ଲିଟର ଦେଶୀ ମଦ...

୫ଦିନ ବର୍ଷା ସହ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଦିନବେଳା ତାତି ସହ ଗରମ ପବନ ଜନଜୀବନକୁ ପ୍ରଭାବିତ କରୁଛି। ତେବେ ଗତ ୨୪ ଘଣ୍ଟାରେ ବିଭିନ୍ନ...

ଡିଏଫ୍‌ଓ, ରୋଷେୟାଙ୍କ ବିରୋଧରେ କିଛି ମିଳିଲା ନାହିଁ

ଭୁବନେଶ୍ୱର,୮ା୧୦: ବହୁ ଚର୍ଚ୍ଚିତ ପାରଳାଖମୁଣ୍ଡି ଏସିଏଫ୍‌ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଡିଏଫ୍‌ଓ ଏବଂ ରୋଷେୟାଙ୍କୁ କ୍ଲିନ ଚିଟ୍‌ ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ...

ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି...

Advertisement
Archives

Model This Week