CORONAVIRUS UPDATE: ରାଜ୍ୟରେ ଆଉ ୩୦୫୩ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୯ ହଜାର ୩୮୭କୁ ବୃଦ୍ଧି

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିମଧ୍ୟରୁ ୧୮୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୪୩ ଲୋକାଲ କେସ୍‌ ରହିଛି।
୩୦୫୩ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ୮୫, ବରଗଡ଼ ୯୮, ଭଦ୍ରକ ୭୦, ବଲାଙ୍ଗୀର ୯୫, ବୌଦ୍ଧ ୨୮, କଟକ ୨୫୬, ଦେବଗଡ଼ ୧୬, ଢେଙ୍କାନାଳ ୫୧, ଗଜପତି ୧୮, ଗଞ୍ଜାମ ୫୨, ଜଗତ୍‌ସିଂହପୁର ୭୨, ଯାଜପୁର ୧୧୦, ଝାରସୁଗୁଡ଼ା ୧୪୬, କଳାହାଣ୍ଡି ୪୧, କନ୍ଧମାଳ ୩୨, କେନ୍ଦ୍ରାପଡ଼ା ୧୧୫, କେନ୍ଦୁଝର ୧୩୩, ଖୋର୍ଦ୍ଧା ୫୬୧, କୋରାପୁଟ ୪୪, ମାଲକାନଗିରି ୬୨, ମୟୂରଭଞ୍ଜ ୧୫୩, ନବରଙ୍ଗପୁର ୧୪, ନୟାଗଡ଼ ୬୭, ନୂଆପଡ଼ା ୫୬, ପୁରୀ ୧୨୭, ରାୟଗଡ଼ା ୩୬, ସମ୍ବଲପୁର ୧୨୩, ସୋନପୁର ୮୩, ସୁନ୍ଦରଗଡ଼ ୯୮ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ,ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭ରେ ପହଞ୍ଚିଥିବା ବେଳେ ୧,୯୪,୧୨୮ଜଣ ସୁସ୍ଥ ହୋଇଛନ୍ତି। ୩୪୩୧୪ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri