CORONAVIRUS UPDATE: ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨୪୯୬୩ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ ଶନିବାର ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୨୪୯୬୩ରେ ପହଞ୍ଚିଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳରୁ ୧୩୧ ରହିଥିବାବେଳେ ବାଲେଶ୍ୱର ୧୧୬, ବରଗଡ଼ ୯୫,ଭଦ୍ରକ ୬୬, ବଲାଙ୍ଗୀ ୯୭, ବୌଦ୍ଧ ୨୦, କଟକ ୨୪୪, ଦେବଗଡ଼ ୧୬, ଢେଙ୍କାନାଳ ୪୩, ଗଜପତି ୧୯, ଗଞ୍ଜାମ ୩୯, ଜଗତ୍‌ସିଂପୁର ୬୮, ଯାଜପୁ ୯୯, ଝାରସୁଗୁଡ଼ା ୬୮, କଳାହାଣ୍ଡି ୧୦୫, କନ୍ଧମାଳ ୪୫, କେନ୍ଦ୍ରାପଡ଼ା ୯୧, କେନ୍ଦୁଝର ୬୭, ଖୋର୍ଦ୍ଧା ୩୯୩, କୋରାପୁଯ ୪୬, ମାଲକାନଗିରି ୬୧, ମୟୂରଭଞ୍ଜ ୧୨୭, ନବରଙ୍ଗପୁର ୯୨, ନୟାଗଡ଼ ୬୫, ନୂଆପଡ଼ା ୮୩, ପୁରୀ ୧୧୪, ରାୟଗଡ଼ା ୨୯, ସମ୍ବଲପୁର ୧୦୫, ସୋନପୁର ୭୯, ସୁନ୍ଦରଗଡ଼ ୧୪୩ ଏବଂ ଷ୍ଟେଟ ପୁଲ୍‌ରୁ ୮୮ ଜଣ ରହିଛନ୍ତି।

ସୂଚନାଯୋଗ୍ୟ,ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୨୪୯୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୮୨୪୬ ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୨୨୦୩୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri