ଏପ୍ରିଲ ପରେ ଚାଇନାରେ ଏବେ ଚିହ୍ନଟ ହେଲେ ସର୍ବାଧିକ କରୋନା ସଂକ୍ରମିତ

ବେଜିଂ,୨୭।୭: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି। କରୋନା ଭାଇରସ କବଳରେ ବିଶ୍ୱର କୋଟି କୋଟି ଲୋକ ପ୍ରାଣ ହରାଇଥିବା ବେଳେ କୋଟି କୋଟି ଲୋକ ସଂକ୍ରମିତ ମଧ୍ୟ ହୋଇଛନ୍ତି। ଗତବର୍ଷ ଡିସେମ୍ବରରୁ ଚାଇନାରେ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ବେଳେ କିଛିଦିନ ହେବ କିନ୍ତୁ ସେଠାରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଥିଲା। ଏପ୍ରିଲ ମାସ ବେଳକୁ ଚାଇନାରେ ସଂକ୍ରମିତ ହାର କମ୍‌ ହୋଇଥିବା ସେଠାକାର ସରକାର ଘୋଷଣା କରିବା ସହ ସାଧାରଣ ଜୀବନଯାତ୍ରା ମଧ୍ୟ ସ୍ବାଭାବିକ ହେବାରେ ଲାଗିଥିଲା। ଏବେ କିନ୍ତୁ ଏଠାରେ ପୁଣିଥରେ କରୋନା ସଂକ୍ରମିତ ଚିହ୍ନଟ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏପ୍ରିଲ ମାସ ପରେ ଏବେ ଚାଇନାରେ ସର୍ବାଧିକ ୬୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାରୁ ସରକାରଙ୍କ ଚିନ୍ତା ବଢି ଯାଇଛି। ସେଠାକାର ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ଚାଇନାର ଆଉ ୩ ଅଞ୍ଚଳରେ ପୁଣିଥରେ କରୋନା ସଂକ୍ରମଣର ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri