Posted inଜାତୀୟ

ଭାରତରେ ପ୍ରବେଶ କଲା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’

ମୁମ୍ବାଇ,୬।୪: କରୋନା ଭୂତାଣୁ ‘ଏକ୍ସଇ’ ର ନୂଆ ଭାରିଆଣ୍ଟ ଭାରତରେ ମଧ୍ୟ ପ୍ରବେଶ କରିଛି। ଏହାର ସଂକ୍ରମଣର ପ୍ରଥମ ସଂକ୍ରମିତ ବୁଧବାର ମୁମ୍ବାଇରେ ଚିହ୍ନଟ ହୋଇଛି। ଏଠାରେ ସମୁଦାୟ ୩୭୬ ନମୁନା ନିଆଯାଇଥିଲା। ଏଥିରେ ଜଣେ ରୋଗୀଙ୍କଠାରେ କରୋନାର ‘ଏକ୍ସଇ’ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା ଜଣାପଡିଥିଲା।
ଭାରିଆଣ୍ଟ ‘ଏକ୍ସଇ’ ବ୍ରିଟେନରୁ ଚିହ୍ନଟ ହୋଇଛି। କୋଭିଡ୍‌-୧୯ର ସମସ୍ତ ପୂର୍ବ ଭାରିଆଣ୍ଟଠାରୁ ଏହା ଅଧିକ ସଂକ୍ରାମକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସୂଚନା ଦେଇଛି। ଓମିକ୍ରନ୍‌ର ବିଏ.୧ ଏବଂ ବିଏ.୨ ସବ୍‌ଭାରିଆଣ୍ଟର ମିଶ୍ରଣରେ‘ଏକ୍ସଇ’ ସୃଷ୍ଟି ହୋଇଛି। ଏହା ଓମିକ୍ରନ୍‌ ତୁଳନାରେ ୧୦ ପ୍ରତିଶତ ଅଧିକ ସଂକ୍ରାମକ ବୋଲି ଜଣାପଡ଼ିବା ପରେ ପୁଣିଥରେ ସଂକ୍ରମଣ ବଢ଼ିବା ନେଇ ଆଶଙ୍କା ବ୍ୟକ୍ତ କରାଯାଇଛି । ଜାନୁୟାରୀ ୧୯ରେ ପ୍ରଥମେ ‘ଏକ୍ସଇ’ ଭାରିଆଣ୍ଟ ବ୍ରିଟେନରେ ଚିହ୍ନଟ ହୋଇଥିଲା। ଏଥିରେ ୬୩୭ ଜଣ ଆକ୍ରାନ୍ତ ହୋଇଥିବା ବ୍ରିଟେନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସଂକ୍ରମଣ କମିବା କାରଣରୁ ବିଭିନ୍ନ ଦେଶ କଟକଣା କୋହଳ କରିଛନ୍ତି। ବ୍ରିଟେନକୁ ବାଦ୍‌ ଦେଲେ ଆମେରିକା ଏବଂ ଚାଇନାରେ ମଧ୍ୟ କରୋନା ସଂକ୍ରମଣ ପୁଣିଥରେ ବ୍ୟାପିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?