ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌: ଜରୁରୀ ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟର ସମସ୍ତ ଡାକ୍ତରଖାନା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ ଜାରି କରାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡ୍‌ଲାଇନ ଜାରି ହୋଇଛି । ଗାଇଡ୍‌ ଲାଇନ ଅନୁସାରେ ସେଣ୍ଟ୍ରାଲ ରେଜିଷ୍ଟ୍ରେଶନ ବଦଳରେ ମାନୁଆଲ ରେଜିଷ୍ଟ୍ରେଶନ ହେବ। ଆବଶ୍ୟକତା ନ ଥିଲେ ସଂକ୍ରମିତଙ୍କୁ ଆଡମିଶନ କରାଯିବ ନାହିଁ। ଜରୁରିକାଳୀନ ଅସ୍ତ୍ରୋପଚାର ବିନା ସାଧାରଣ ଅସ୍ତ୍ରୋପଚାର ହେବ ନାହିଁ। ଗୁରୁତର ରୋଗୀଙ୍କୁ ପାଖରେ ଜଣେ ଆଟେଣ୍ଡାଣ୍ଟ ରହିବାକୁ ଅନୁମତି ମିଳିଛି । ଓପିଡି, ଆଇପିଡିକୁ ମିଡିଆ ପ୍ରବେଶ ଉପରେ କଟକଣା ଲଗାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୫୧୩୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୫୯ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୩୪୦୦୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri