ଭୁବନେଶ୍ୱର, କଟକରେ ନୂଆ ଡିସିପି

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି କଟକ ଡିସିପି ଭାବେ ପ୍ରତୀକ ସିଂହ ନିଯୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ବିଜେଡିରୁ ଇସ୍ତଫା ଦେଲେ ଜିଲା ଉପସଭାପତି, ଏହି କାରଣ ଦର୍ଶାଇ…

ରାୟଗଡା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ଜିଲାରେ ବିଜେଡି ପାଇଁ ବଢୁଛି ଅଡ଼ୁଆ। ଜିଲା କମିଟି ଘୋଷଣା ହେବା ପରେ ଦାୟିତ୍ୱ ପାଇଥିବା ଜଣେ ଉପସଭାପତି ତାଙ୍କ ପଦବୀରୁ ଇସ୍ତଫା…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri