Posted inଜାତୀୟ

ଜଜ୍‌ଙ୍କୁ ଚିଠି ଲେଖିଲେ ଓକିଲ, ଜାନୁଆରୀ ୨୨ ପ୍ରାଣ ପ୍ରତିଷ୍ଠାରେ କୋର୍ଟରେ ଉପସ୍ଥିତ ରହି ପାରିବୁ ନାହିଁ

ନୂଆଦିଲ୍ଲୀ,୧୬।୧: ଅଯୋଧ୍ୟାରେ ଜାନୁଆରୀ ୨୨ରେ ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହାକୁ ନେଇ ସାରା ଦେଶ ଏବେ ଉତ୍ସବ ମୁଖର । ମଙ୍ଗଳବାର ଠାରୁ ପ୍ରାଣ ପ୍ରତିଷ୍ଠାର ନୀତିକାନ୍ତି ଆରମ୍ଭ ହୋଇଛି। ଜାନୁଆରୀ ୨୨ରେ ସାରା ଦେଶରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଅଯୋଧ୍ୟା ପହଞ୍ଚିବା ନେଇ ଅନୁମାନ କରାଯାଉଛି । ଏହାରି ଭିତରେ ନୂଆଦିଲ୍ଲୀ ଦି ବାର୍‌ ଆସୋସିଏଶନ ଜଜ୍‌ଙ୍କୁ ଓକିଲମାନେ ଏକ ଚିଠି ଲେଖିଛନ୍ତି। ଜାନୁଆରୀ ୨୨ରେ କୌଣସି ଆଇନଜୀବୀ କୋର୍ଟରେ ମାମଲାର ପକ୍ଷ ରଖିବା ପାଇଁ ଉପସ୍ଥିତ ରହିପାରିବେନି ବୋଲି ଚିଠିରେ ଅନୁମତି ମଗାଯିବା ସହ ଓକିଲଙ୍କ ଅନୁପସ୍ଥିତିରେ କୌଣସି ପ୍ରତିକୂଳ ଆଦେଶ ପାରିତ କରା ନ ଯାଉ ବୋଲି ଚିଠିରେ ନିବେଦନ କରାଯାଇଛି।

ନୂଆଦିଲ୍ଲୀ ଦି ବାର୍‌ ଆସୋସିଏସନ ସଚିବ ଓଏନ ଶର୍ମା ପଟିୟାଲା ହାଉସ କୋର୍ଟର ମୁଖ୍ୟ ଜିଲା ଏବଂ ସେସନ ଜଜଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି। ଚିଠିରେ କୁହାଯାଇଛି, ମହୋଦୟ, ସମ୍ମାନପୂର୍ବକ ଆମେ କହିବାକୁ ଚାହୁଁଛୁ ଯେ, ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାରଣରୁ ଜାନୁଆରୀ ୨୨ରେ କୋର୍ଟରେ ଉପସ୍ଥିତ ରହିପାରିବୁ ନାହିଁ । ଏଥିପାଇଁ ସମସ୍ତ ନ୍ୟାୟିକ ଅଧିକାରୀଙ୍କୁ ଅନୁରୋଧ କରୁଛୁ ଯେ, ଓକିଲଙ୍କ ଅନୁପସ୍ଥିତିରେ କୌଣସି ପ୍ରତିକୂଳ ଆଦେଶ ପାରିତ ନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri