Posted inଜାତୀୟ

ଭାଜପା ଏମ୍‌ପିଙ୍କୁ ଧମକ: ଟଙ୍କା ନ ଦେଲେ ବୋମାପକାଇ ଘର ଉଡାଇଦେବୁ

ପ୍ରତାପଗଡ,୧୩।୮: ଉତ୍ତରପ୍ରଦେଶର ପ୍ରତାପଗଡ ଜିଲାର ଏମ୍‌ପି ସଙ୍ଗମଲାଲ ଗୁପ୍ତାଙ୍କୁ ଏକ ଧମକ ମିଳିଛି। ତାଙ୍କୁ ଫୋନ୍‌ରେ କିଛି ଲୋକ ୫ କୋଟି ଟଙ୍କା ବଟି ମାଗିଛନ୍ତି। ଯଦି ବଟି ନ ଦିଅନ୍ତି ତେବେ ତାଙ୍କୁ ଏବଂ ତାଙ୍କ ପରିବାରକୁ ବୋମା ପକାଇ ଉଡାଇ ଦିଆଯିବ ବୋଲି ମଧ୍ୟ ଧମକ ଦିଆଯାଇଛି। ଧମକର ଗୋଟିଏ କଲ ୟୁପିରୁ ଏବଂ ଅନ୍ୟଟି ଦିଲ୍ଲୀରେ ଆସିଥିଲା। ସଙ୍ଗମଲାଲଙ୍କ ଅଭିଯୋଗ ଅନୁଯାୟୀ, ନୂଆଦିଲ୍ଲୀ ଜିଲାର ଉତ୍ତର ଏଭେନ୍ୟୁ ପୋଲିସ ଷ୍ଟେଶନରେ ଏନେଇ ଏକ ମାମଲା ରୁଜୁ କରିଛି। ଏହି ମାମଲା ଏମ୍‌ପିଙ୍କ ସହ ଜଡିତ ତେଣୁ ମାମଲାର ତଦନ୍ତ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ହସ୍ତାନ୍ତର କରାଯାଇଛି। ଏପର୍ଯ୍ୟନ୍ତ ଏହି ମାମଲାରେ କୌଣସି ଗିରଫଦାରୀ ହୋଇନାହିଁ।
ଗତ ସୋମବାର ସଙ୍ଗମଲାଲ ନୂଆଦିଲ୍ଲୀରେ ଥିବା ତାଙ୍କ ସରକାରୀ ବାସଭବନରେ ଥିଲେ, ସେ ସକାଳ ୯.୩୦ରେ ଏକ ଧମକପୂର୍ଣ୍ଣ କଲ ପାଇଥିଲେ ଏବଂ ରାତି ୫.୩୦ ସୁଦ୍ଧା ଟଙ୍କା ପଠାଇବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri