ମାଲାବାରର ନ୍ୟୁ ଡାଇମଣ୍ଡ କଲେକ୍ସନ

ଭୁବନେଶ୍ୱର,୧୬।୭: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ନ୍ୟୁ ଡାଇମଣ୍ଡ କଲେକ୍ସନ ‘ସ୍ପାର୍କଲେ ଅଫ୍‌ ହେଭେନ୍‌’ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ମାଲାବାରର ସବ୍‌ ବ୍ରାଣ୍ଡ୍‌ ମାଇନ ଡାଇମଣ୍ଡ ଜୁଏଲେରିର ମଧ୍ୟ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ମାଲାବାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଯଥା ଭୁବନେଶ୍ୱରର ଶହୀଦନଗର ଓ ଚନ୍ଦ୍ରଶେଖରପୁର ସହିତ କଟକ କ୍ୟାଣ୍ଟନମେଣ୍ଟ ରୋଡ୍‌ଠାରେ ମଧ୍ୟ ଉପରୋକ୍ତ ହୀରା ଗହଣାର ବ୍ୟାପକ ସମ୍ଭାର ଉପଲବ୍ଧ।
ଏ ସମ୍ପର୍କରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଚେୟାରମ୍ୟାନ ଏମ୍‌ପି ଅହମ୍ମଦ କହିଛନ୍ତି, ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ଗୁଡିକରେ ଡାଇମଣ୍ଡର ନୂତନ ଉତ୍ପାଦ ତଥା କଲେକ୍ସନ ଉପଲବ୍ଧ କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ବିଶେଷକରି ବ୍ରାଣ୍ଡ୍‌ର ନୂତନ କଲେକ୍ସନ ଜରିଆରେ ଆମେ ଆମର ଗ୍ରାହକଙ୍କ ନିକଟତର ହୋଇପାରିବୁ। ସେହିଭଳି ବ୍ରାଣ୍ଡ୍‌ର ଆକର୍ଷଣୀୟ ଡିଜାଇନ ଓ କଳାକୃତିର ଗହଣା ସମ୍ଭାରକୁ ଓଡ଼ିଶାର ୩ଟି ପ୍ରମୁଖ ଷ୍ଟୋର ଜରିଆରେ ରାଜ୍ୟବାସୀଙ୍କୁ ସେମାନଙ୍କର ଚାହିଦା ଓ ଆବଶ୍ୟକତା ଅନୁଯାୟୀ ଗହଣା ଯୋଗାଇବା ସହ ଉଭୟ ବିକ୍ରି ଓ ବିକ୍ରି ପରବର୍ତ୍ତୀ ସୁବିଧାର ବ୍ୟବସ୍ଥା ମଧ୍ୟ ଯୋଗାଇଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri