ରାୟଗଡ଼ା ରେଳ ଡିଭିଜନର ନୂଆ ଡିଆରଏମ୍‌ ଅମିତାଭ ସିଂଘଲଙ୍କ କୋରାପୁଟ ଗସ୍ତ

କୋରାପୁଟ,୧୨ା୧(ଅମିତାଭ ବେହେରା): ନୂତନ ଭାବେ ରାୟଗଡ଼ା ଡିଭିଜନର ଦାୟିତ୍ୱ ଗ୍ରହଣ କରିଥିବା ଡିଆର୍‌ଏମ୍‌ ଅମିତାଭ ସିଂଘଲ କୋରାପୁଟ ଗସ୍ତରେ ରବିବାର ସକାଳେ କୋରାପୁଟ ଷ୍ଟେଶନକୁ ଆସି ବିଭିନ୍ନ ସମସ୍ୟା ଓ ଉନ୍ନତିକରଣ କାର୍ଯ୍ୟଗୁଡ଼ିକର ନିରୀକ୍ଷଣ କରିବା ସହ ରେଲଓ୍ବେ କର୍ମଚାରୀ ଓ ଡେଭଲପମେଣ୍ଟ ମେମ୍ବରମାନଙ୍କ ସହ ଆଲୋଚନା କରିଥିଲେ।
କୋରାପୁଟ ରେଳ ଭିତ୍ତିଭୂମି ବିକାଶ ସହ ନବନିଯୁକ୍ତି ଓ ପର୍ଯ୍ୟଟନକୁ ଗୁରୁତ୍ୱ ଦିଆଯିବ କହିଛନ୍ତି ନୂତନ ଡିଆରଏମ୍‌। ଲୋକେ ସମ୍ମୁଖୀନ ହେଉଥିବା ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ। ହୀରାଖଣ୍ଡ ଟ୍ରେନ୍‌ ୪ ନମ୍ବର ପ୍ଲାଟ୍‌ଫର୍ମ ପରିବର୍ତ୍ତେ ୧ ନମ୍ବର ପ୍ଲାଟ୍‌ଫର୍ମରେ ଲାଗିବାକୁ ଆଲୋଚନା କରିବା ସହ ସହ ପ୍ରତିଦିନ ସକାଳୁ ଏକ ଟ୍ରେନ୍‌ ଭୁବନେଶ୍ୱରକୁ ଚଳାଇବା ପାଇଁ ଡିଆର୍‌ଏମ୍‌ଙ୍କ ନିକଟରେ ନିବେଦନ କରାଯାଇଥିଲା। ସେ ଏଥିପାଇଁ ସହମତି ମଧ୍ୟ ପ୍ରକାଶ କରିଥିବା ବରିଷ୍ଠ ଭାଜପା କର୍ମୀ ତଥା ରାୟଗଡ଼ା ରେଳ ଡିଭିଜନର ଡେଭଲପ୍‌ମେଣ୍ଟ ମେମ୍ବର ତ୍ରିନାଥ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri