ନୂଆ ଇ-ମାର୍କେଟ ପ୍ଲାଟ୍‌ଫର୍ମ ଶୁଭାରମ୍ଭ

ଦୁବାଇ, ୩୦।୮(ପି.ଟି.): ୟୁଏଇ ପକ୍ଷରୁ ନୂତନ ଜ୍ଞାନକୌଶଳ ଆଧାରିତ କୃଷି ସାମଗ୍ରୀ ବ୍ୟବସାୟ ଓ ସଂଗ୍ରହ ଲାଗି ଇ-ମାର୍କେଟ ପ୍ଲାଟଫର୍ମ ‘ଏଗ୍ରିଓଟା’ର ଶୁଭାରମ୍ଭ କରାଯାଇଛି। ଏହା ଭାରତର ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ ଚାଷୀ ଓ ଉପସାଗରୀୟ ଦେଶର ଖାଦ୍ୟ ଶିଳ୍ପ ମଧ୍ୟରେ ଦୂରତା କମାଇବ ବୋଲି କୁହାଯାଉଛି। ଭାରତୀୟ ଚାଷୀମାନେ ଏଗ୍ରିଓଟା- ଇ ମାର୍କେଟ ପ୍ଲାଟଫର୍ମ ଜରିଆରେ ସିଧାସଳଖ ୟୁଏଇର ଖାଦ୍ୟ ଶିଳ୍ପ, ଖାଦ୍ୟ ପ୍ରକ୍ରିୟାକରଣ କମ୍ପାନୀ, ବ୍ୟବସାୟୀ ଓ ହୋଲସେଲରମାନଙ୍କ ସହ ଯୋଗାଯୋଗ ସୁଯୋଗ ପାଇବେ। ଫଳରେ ବ୍ୟବସାୟରେ ସ୍ବଚ୍ଛତା ଆସିବା ସହ ଦଲାଲି କାରବାରର ଅନ୍ତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଲେନ୍‌ ପକ୍ଷରୁ ଓରିଏଣ୍ଟେସନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬-୪: ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଆଲେନ୍‌ କ୍ୟାରିୟର ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ନୂତନ ଶିକ୍ଷା ଅଧିବେଶନ ପାଇଁ ସ୍ଥାନୀୟ ରେଳ ଅଡିଟୋରିୟମଠାରେ ଏକ ଓରିଏଣ୍ଟେଶନ କାର୍ଯ୍ୟକ୍ରମ ଅନୁଷ୍ଠିତ...

୩୫% ଏମ୍‌ଏସ୍‌ଏମ୍‌ଇ ବନ୍ଦ ହୋଇଯିବ

ନୂଆଦିଲ୍ଲୀ,୩।୬: ଭାରତୀୟ ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ରେଟିଙ୍ଗ ଏଜେନ୍ସି ମୁଡିସ୍‌ ଭାରତର ରେଟିଂକୁ ସୋମବାର ଖସାଇଦେଇଛି। ବର୍ତ୍ତମାନ ନୀତି...

କର୍ମସ୍ଥଳକୁ ନକଲି ଦାଢି ଲଗାଇ ଗଲେ ମହିଳା ବୈଜ୍ଞାନିକ:ଜାଣନ୍ତୁ କାହିଁକି

ନ୍ୟୁୟର୍କ,୨୦।୮:ଆମେରିକାରେ ମହିଳା ବୈଜ୍ଞାନିକମାନେ ଏକ ଅଜବ ଢଙ୍ଗରେ ପ୍ରତିବାଦ ଆରମ୍ଭ କରିଛନ୍ତି। ସବୁ ପ୍ରତିଭା ଥାଇ ସୁଦ୍ଧା ସେମାନଙ୍କୁ କର୍ମସ୍ଥଳରେ ଭେଦଭାବର ଶିକାର ହେବାକୁ ପଡୁଛି।...

ପିଏମ୍‌ ସ୍ବନିଧିରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଯୋଗଦାନ ଉନ୍ନତ

ନୂଆଦିଲ୍ଲୀ,୧୩।୯:ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ବ୍ୟାଙ୍କଗୁଡିକ ବର୍ତ୍ତମାନ ସୁଦ୍ଧା ଉକ୍ତ ବର୍ଗରେ ପ୍ରାୟ ୯୦%ରୁ ଊର୍ଦ୍ଧ୍ୱ ଋଣ ମଞ୍ଜୁର...

ଫ୍ରାନ୍ସରେ ଖୋଲିଲା ବର୍ଡର, ବାର, କାଫେ, ସ୍କୁଲ

ପ୍ୟାରିସ,୧୬।୬: କରୋନା ଭାଇରସ୍‌ ମହାମାରୀ ସାରା ବିଶ୍ୱକୁ ଏକ ଆହ୍ବାନ ଦେଇଛି, ଯେଉଁଥିରୁ ମୁକୁଳିବା ପାଇଁ କୌଣସି ଦେଶ ଏଯାଏଁ ସଫଳ ହୋଇପାରିନାହାନ୍ତି। ପରିସ୍ଥିତି ଏପରି...

ପୃଥିବୀ ନିକଟରେ ଥିବା ବ୍ଲାକ୍‌ ହୋଲ୍‌ର ମିଳିଲା ସନ୍ଧାନ

ଓ୍ବାଶିଂଟନ,୭।୫: ପୃଥିବୀ ନିକଟରେ ଥିବା ଏକ ବ୍ଲାକ୍‌ ହୋଲ୍‌ର ସନ୍ଧାନ ମିଳିଛି। ଏହା ପୃଥିବୀଠାରୁ ପ୍ରାୟ ୧୦୦୦ ଆଲୋକ ବର୍ଷ ଦୂରରେ ରହିଛି ବୋଲି ୟୁରୋପିଆନ୍‌...

ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର

ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ...

ବିବାହର ୭୧ ବର୍ଷ ପରେ ଏକାଠି ହେଲା ପତ୍ନୀପତିଙ୍କ ମୃତ୍ୟୁ

ବର୍ଲିନ,୧୮।୭: ଜର୍ମାନୀରେ ରହୁଥିବା ଜଣେ ବୃଦ୍ଧ ଦମ୍ପତିଙ୍କ ପ୍ରେମ କାହାଣୀ ଏବେ ଖବର ପାଲଟି ଯାଇଛି। ଦୀର୍ଘ ୭୧ ବର୍ଷର ବୈବାହିକ ଜୀବନ ଅତିବାହିତ କରିବା...


Coronavirus Update

Archives

Model This Week

Why Dharitri