ନୂଆ ଇ-ମାର୍କେଟ ପ୍ଲାଟ୍‌ଫର୍ମ ଶୁଭାରମ୍ଭ

ଦୁବାଇ, ୩୦।୮(ପି.ଟି.): ୟୁଏଇ ପକ୍ଷରୁ ନୂତନ ଜ୍ଞାନକୌଶଳ ଆଧାରିତ କୃଷି ସାମଗ୍ରୀ ବ୍ୟବସାୟ ଓ ସଂଗ୍ରହ ଲାଗି ଇ-ମାର୍କେଟ ପ୍ଲାଟଫର୍ମ ‘ଏଗ୍ରିଓଟା’ର ଶୁଭାରମ୍ଭ କରାଯାଇଛି। ଏହା ଭାରତର ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ ଚାଷୀ ଓ ଉପସାଗରୀୟ ଦେଶର ଖାଦ୍ୟ ଶିଳ୍ପ ମଧ୍ୟରେ ଦୂରତା କମାଇବ ବୋଲି କୁହାଯାଉଛି। ଭାରତୀୟ ଚାଷୀମାନେ ଏଗ୍ରିଓଟା- ଇ ମାର୍କେଟ ପ୍ଲାଟଫର୍ମ ଜରିଆରେ ସିଧାସଳଖ ୟୁଏଇର ଖାଦ୍ୟ ଶିଳ୍ପ, ଖାଦ୍ୟ ପ୍ରକ୍ରିୟାକରଣ କମ୍ପାନୀ, ବ୍ୟବସାୟୀ ଓ ହୋଲସେଲରମାନଙ୍କ ସହ ଯୋଗାଯୋଗ ସୁଯୋଗ ପାଇବେ। ଫଳରେ ବ୍ୟବସାୟରେ ସ୍ବଚ୍ଛତା ଆସିବା ସହ ଦଲାଲି କାରବାରର ଅନ୍ତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ସ୍ତ୍ରୀଙ୍କ ବିରୋଧରେ ଆସିଲା ଦୁର୍ନୀତି ଅଭିଯୋଗ, ପଦ ଛାଡିବାର ସଙ୍କେତ ଦେଲେ ସ୍ପେନ୍‌ ପ୍ରଧାନମନ୍ତ୍ରୀ

ମାଦ୍ରିଦ୍‌,୨୫।୪: ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି। ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ସରକାରୀ କାର୍ଯ୍ୟ ବନ୍ଦ କରି ଦେଇଛନ୍ତି ଏବଂ...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ମିଳିତ ଜାତିସଂଘରେ ଆମେରିକା-ରୁଷିଆ ମୁହାଁମୁହିଁ

ଓ୍ବାଶିଂଟନ,୨୫ା୪: ମିଳିତ ଜାତିସଂଘରେ ଆମେରିକା ଏବଂ ରୁଷିଆ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ପୂର୍ବରୁ ଏକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି ଯେ, ରୁଷିଆ...

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri