ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା

ଭୁବନେଶ୍ୱର,୧ା୭: ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଆଇମୋବାଇଲ୍‌ ପେ’ରେ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଗ୍ରାହକମାନେ ଫୋନ୍‌ କିମ୍ବା ଇ-ମେଲ୍‌ ମାଧ୍ୟମରେ ଗ୍ରାହକ ସେବା ଅଧିକାରୀଙ୍କ ହସ୍ତକ୍ଷେପ ନ ଲୋଡ଼ି ଏହା ଜରିଆରେ ବିଭିନ୍ନ ବ୍ୟାଙ୍କ ସେବାକୁ ଲକ୍‌ ଓ ଅନଲକ କରିପାରିବେ।

ଏ ସମ୍ପର୍କରେ ଆଇସିଆଇସିଆଇ ବ୍ୟାଙ୍କର ଡିଜିଟାଲ ଚ୍ୟାନେଲ ଆଣ୍ଡ ପାର୍ଟନରଶିପ୍‌ ମୁଖ୍ୟ ସିଦ୍ଧାର୍ଥ ମିଶ୍ର କହିଛନ୍ତି, ଗ୍ରାହକଙ୍କ ଆକାଉଣ୍ଟର ସୁରକ୍ଷା ଆମ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିଲାବେଳେ ଆକାଉଣ୍ଟର ସୁରକ୍ଷାକୁ ସୁଦୃଢ଼ କରିବା ଏବଂ ଗ୍ରାହକଙ୍କ ସ୍ବାର୍ଥକୁ ସୁରକ୍ଷିତ ରଖିବା ପାଇଁ ‘ସ୍ମାର୍ଟ ଲକ୍‌’ ଆରମ୍ଭ କରିବା ବ୍ୟାଙ୍କର ଆଉ ଏକ ପ୍ରୟାସ। ଏହି ଡୁ-ଇଟ୍‌-ୟୁରସେଲ୍ଫ (ଡିଆଇୱାଇ) ସୁବିଧା ଗ୍ରାହକଙ୍କୁ ଗୋଟିଏ ସ୍ଥାନରେ ନିଜ ହାତରେ ବ୍ୟାଙ୍କିଙ୍ଗ ସେବା ପାଇଁ ବର୍ଦ୍ଧିତ ସୁରକ୍ଷାର ସୁବିଧା ପ୍ରଦାନ କରିଥାଏ।

ସେହିଭଳି ଏହା ଜରିଆରେ ଗ୍ରାହକମାନେ ଇଣ୍ଟରନେଟ ବ୍ୟାଙ୍କିଙ୍ଗ, ୟୁପିଆଇ, କ୍ରେଡିଟ କାର୍ଡ ଓ ଡେବିଟ କାର୍ଡ ଆଦିକୁ ଗୋଟିଏ କ୍ଲିକରେ ଲକ କିମ୍ବା ଅନଲକ ମଧ୍ୟ କରିପାରିବେ। ସ୍ମାଟ ଲର୍କ୍‌ ହେଉଛି ଭାରତୀୟ ବ୍ୟାଙ୍କିଙ୍ଗି ଶିଳ୍ପରେ ପ୍ରଥମ ଧରଣର ପଦକ୍ଷେପ, ଯାହା ମାଧ୍ୟମରେ ସମ୍ପୂର୍ଣ୍ଣ ଆଇମୋବାଇଲ ପେ’କୁ ଲକ କିମ୍ବା ଅନଲକ କରି ହେବ। ନିଜ ଖାତା କିମ୍ବା କାର୍ଡରେ ଠକେଇ ସନ୍ଦେହ ଭଳି ମାମଲାରେ ଗ୍ରାହକମାନେ ସ୍ମାଟ ଲର୍କ୍‌କୁ ବ୍ୟବହାର କରିପାରିବେ। ଏକ ନିର୍ଦ୍ଦିଷ୍ଟ ସମୟ ପାଇଁ କୌଣସି ସେବାକୁ ବ୍ୟବହାର କରିବାକୁ ଚାହୁ ନ ଥିବା ବେଳେ ମଧ୍ୟ ସେମାନେ ଏହି ସେବା ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?