କାଠ ଫାଳିଆରେ ପିଟି ପିଟି କରାଯାଇଥିଲା ହତ୍ୟା

ଭୁବନେଶ୍ୱର,୫।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ମାନସଙ୍କୁ ବାଉଁଶ ଏବଂ କାଠ ଫାଳିଆରେ ପିଟି ପିଟି ହତ୍ୟା କରାଯାଇଥିଲା। ହତ୍ୟାରେ ବ୍ୟବହୃତ ୪ଟି ବାଉଁଶ ଓ କାଠ ଫାଳିଆ ମୁଖ୍ୟ ଅଭିଯୁକ୍ତ ତଥା ୱେବ ପୋର୍ଟାଲ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କ ଦୟାଲ ଆଶ୍ରମରୁ କ୍ରାଇମବ୍ରାଞ୍ଚ ଜବତ କରିଛି। କେୟାର ଟେକରଙ୍କ ଏସବୁ ସାମଗ୍ରୀକୁ ଜବତ କରାଯାଇଥିବା ସୂଚନା ମିଳିଛି। ତେବେ ଶର୍ମିଷ୍ଠାଙ୍କ ଚାପରେ କେୟାରଟେକର ଏହାକୁ ଫିଙ୍ଗି ଦେଇଥିବା ସ୍ବୀକାର କରିଛନ୍ତି। ଜବତ ପରେ ହତ୍ୟାରେ ବ୍ୟବହୃତ ସାମଗ୍ରୀକୁ ପରୀକ୍ଷା ପାଇଁ ପଠାଯାଇଥିବା ସୂଚନା ମିଳିଛି। ଫଳାଫଳ ଆସିବା ପରେ ସବୁକିଛି ସ୍ପଷ୍ଟ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରୁ ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ରବିବାର ଦୀପାବଳିଠାରୁ ଆରମ୍ଭ ହେବାକୁ ଯାଉଛି ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ(୮୨୪୧୯-୮୨୪୨୦) ଏକ୍ସପ୍ରେସ। ପୂଜା ଋତୁ ଓ...

୭ ଶିଳ୍ପୀଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର(ବ୍ୟୁରୋ),୧୦ା୮- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକଳା କ୍ଷେତ୍ରରେ ପ୍ରଦାନ କରାଯାଉଥିବା...

୧୬୦ ଜନଜାତିଙ୍କୁ ମାନ୍ୟତା ଦିଅ

ଭୁବନେଶ୍ୱର,୧୮୯(ବ୍ୟୁରୋ): ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରିବା ପ୍ରସ୍ତାବ ଦୀର୍ଘଦିନ ଧରି କେନ୍ଦ୍ର ନିକଟରେ ପଡ଼ିରହିଛି। ଏ ନେଇ ରାଜ୍ୟ...

ଲଘୁଚାପ: ଓଡ଼ିଶା ଉପରେ ପ୍ରଭାବ ନାହିଁ, କେତେକ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା...

ଜେସିବିରେ ଲାଗି ଗ୍ୟାସ ପାଇପ୍‌ ଲାଇନ ଇନଫର୍‌ମେଶନ ଓୟାର ଛିଡ଼ିଗଲା

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟ୍‌ ଛେଲା ପଞ୍ଚାୟତ କୋଚିଳା-ବଜରପୁରୁ ଗ୍ରାମ ସଂଲଗ୍ନ ମହାନଦୀ ଶାଖା ଗୁପ୍ତଗିରି ନଦୀପାଶର୍‌ବ ବାର୍‌ହାଖିଆ ଯୋରୀ...

୨ ବିଶ୍ବବିଦ୍ୟାଳୟ ହେବ ଅନୁବନ୍ଧିତ ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର, ୧୭-୯(ବ୍ୟୁରୋ):ବଲାଙ୍ଗୀରର ରାଜେନ୍ଦ୍ର ଏକକ ବିଶ୍ବବିଦ୍ୟାଳୟ ଏବଂ ଭବାନୀପାଟଣା ଏକକ ବିଶ୍ବବିଦ୍ୟାଳୟ ଅନୁବନ୍ଧିତ(ଆଫିଲିଏଟେଡ୍‌) ବିଶ୍ବବିଦ୍ୟାଳୟ ହେବ। ରାଜ୍ୟରେ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଓ ଶିକ୍ଷା...

ରାଜ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତ ବଢ଼ିଛି

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ମାଛ ଉତ୍ପାଦନ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ବୃଦ୍ଧି ପାଇଛି। ବିଭାଗ ପକ୍ଷରୁ ଆପଦ୍‌କାଳୀନ ପାଣ୍ଠି ବାବଦରେ...

୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ):ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ଲାଗି ରହିଛି। ବଜ୍ରପାତ, ଘଡ଼ଘଡ଼ି, କୁଆପଥର ମାଡ଼ ସହ ପବନ ବୋହୁଛି। ତେବେ ସୋମବାର ମଧ୍ୟ ରାଜ୍ୟର...

Advertisement
Archives

Model This Week