ଗଞ୍ଜାମ: ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଯୋଗଦାନ

ଛତ୍ରପୁର,୨୪।୯(ଦିଲୀପ ସାମଲ): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ସୌରଭ ପ୍ରଧାନ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ସେ ପ୍ରଥମେ ଗଞ୍ଜାମ ଜିଲାପାଳଙ୍କୁ ସାକ୍ଷାତ କରି ନିଜର ଯୋଗଦାନ ପତ୍ର ପ୍ରଦାନ କରିଥିଲେ । ପୂର୍ବରୁ ସେ ସୂଚନା ଓ ଲୋକସମ୍ପର୍କ ବିଭାଗରେ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ସେ ୨୦୧୬ ମସିହାର ଓଡିଶା ସୂଚନା ସେବାର ଅଧିକାରୀ ଅଟନ୍ତି। ରଶ୍ମିରାଣୀ ନିମାକା ତାଙ୍କୁ ଦାୟିତ୍ୱ ଅର୍ପଣ କରିଥିବା ବେଳେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri