ଧନତେରସରେ ସୁନା କିଣିବାକୁ ଯୋଜନା କରୁଛନ୍ତି କି? ଜାଣିନିଅନ୍ତୁ ନୂଆ ଦର

ଭୁବନେଶ୍ୱର,୨୮।୧୦: ରାତି ପାହିଲେ ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ। କୁହାଯାଏ ଏହିଦିନ ସୁନା ଗହଣା କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି। ହେଲେ ଗତ ବର୍ଷଠାରୁ ଏବର୍ଷ ସୁନା ଦର ବୃଦ୍ଧି ପାଇଥିଲେ ବି ଦୋକାନରେ ଗ୍ରାହକଙ୍କ ଭିଡ ରହିଛି।

ଧନତେରସ ପୂର୍ବରୁ ସୁନା ଓ ରୂପା ମୂଲ୍ୟରେ ହ୍ରାସ ଘଟିଛି। ୨୨ ଓ ୨୪ କ୍ୟାରେଟ ସୁନା ଶସ୍ତା ହୋଇଛି। ଗତ ସପ୍ତାହ ତୁଳନାରେ ରୂପା ମୂଲ୍ୟ ହ୍ରାସ ପାଇଛି। ସୁନା କିଣିବାକୁ ଯାଉଥିଲେ ଆଜି ଭୁବନେଶ୍ୱରରେ ଜାଣନ୍ତୁ କେତେ ରହିଛି। ୧୦. ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୩,୧୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ ସୁନା ଦର ୭୯,୮୦୦ ଟଙ୍କା ହୋଇଛି। ଗତବର୍ଷ ଧନତେରସ ବେଳେ ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୫୬ ହଜାର ଟଙ୍କା ଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri