Posted inଜାତୀୟ

୧୭ରେ ହରିୟାଣାରେ ଶପଥ ନେବେ ନୂଆ ସରକାର, ସାମିଲ ହେବେ…

ଚଣ୍ଡିଗଡ଼,୧୨ା୧୦: ଆସନ୍ତା ୧୭ ତାରିଖରେ ହରିୟାଣାର ନୂଆ ସରକାର ଶପଥ ନେବେ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ପଞ୍ଚକୁଲାରେ ଅନୁଷ୍ଠିତ ହେବ। ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ପୂର୍ବାହ୍ନ ୧୦ଟାରେ ହରିୟାଣା ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ନେବେ।

HARYNA ASSEMBLY ELECTIONS

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଅନ୍ୟ ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟ ଯୋଗଦେବେ। ସେମାନଙ୍କ ସହ ଦଳର ବରିଷ୍ଠ ନେତାମାନେ ମଧ୍ୟ ସମାରୋହରେ ଉପସ୍ଥିତ ରହିବେ। ଏହି ସମୟରେ ସମାରୋହ ପାଇଁ ପରେଡ୍‌ ପଡିଆରେ ପ୍ରସ୍ତୁତି ଚାଲିଛି। ପଞ୍ଚକୁଲାର ଡେପୁଟି କମିଶନର (ଡିସି) ଡ ୟଶ ଗର୍ଗ କହିଛନ୍ତି, ଆମେ ଏହି କାର୍ଯ୍ୟକ୍ରମ ପାଇଁ ସ୍ଥାନ ପ୍ରସ୍ତୁତ କରୁଛୁ।

ଶପଥ ଗ୍ରହଣ ସମାରୋହରେ ଆବଶ୍ୟକ ବ୍ୟବସ୍ଥା କରିବାକୁ ଡିସିଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ କମିଟି ମଧ୍ୟ ଗଠନ କରାଯାଇଛି। ଏହାର ସର୍ଭେ ଅଭିଯାନରେ ଭାଜପା ସୂଚାଇ ଦେଇଛି ଯେ, ମନୋହର ଲାଲ ଖଟ୍ଟରଙ୍କୁ ମାର୍ଚ୍ଚରେ ମୁଖ୍ୟମନ୍ତ୍ରୀ ଭାବରେ ବଦଳାଇଥିବା ତଥା ଅନ୍ୟ ପଛୁଆ ବର୍ଗରୁ ଆସିଥିବା ନୟାବ ସିଂ ସାଇନି ଯଦି ଦଳ କ୍ଷମତାକୁ ଫେରିବେ ତେବେ ଶୀର୍ଷ ପଦବୀ ପାଇଁ ସେ ବାଛିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri