ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି। ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବି ପୂରଣ ହୋଇପାରଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri