ଅଭିନେତା କୁନାଲଙ୍କ ଘରେ ନୂଆ ଅତିଥି: ପୁତ୍ର ସନ୍ତାନ ଜନ୍ମଦେଲେ ନୈନା

ଅଭିନେତା କୁନାଲ କପୁର ଏବଂ ସ୍ତ୍ରୀ ନୈନା ବଚ୍ଚନଙ୍କ ଘରକୁ ଏକ ନୂଆ ଅତିଥି ଆସିଛନ୍ତି। ନୈନା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । ଏ ନେଇ କୁନାଲ କପୁର ସୋମବାର ତାଙ୍କ ଇନଷ୍ଟାଗ୍ରାମରେରେ ଶେୟାର କରିଛନ୍ତି। ଉଭୟଙ୍କ ପ୍ରଶଂସକ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଲେଖିଛନ୍ତି, ଆମେ ଆମର ସମସ୍ତ ପ୍ରଶଂସକଙ୍କୁ ଜଣାଉଛୁ ଯେ, ଏକ ପୁତ୍ର ସନ୍ତାନର ପିତା-ମାତା ହୋଇଛୁ । ଏଭଳି ଆଶୀର୍ବାଦ ପାଇଁ ଆମେ ଭଗବାନଙ୍କୁ ଧନ୍ୟବାଦ ଜଣାଉଛୁ ।
କୁନାଲ ଏବଂ ନୈନାଙ୍କ କୋଳକୁ ପୁତ୍ର ସନ୍ତାନ ଆସିବା ଖବର ଶୁଣି ତାଙ୍କ ଫ୍ୟାନ୍ସ ଫଲୋର୍ସଙ୍କ ଶୁଭେଚ୍ଛାର ସୁଅ ଛୁଟୁଛି। କୁନାଲ ଏବଂ ନୈନା ୨୦୧୫ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ନୈନା, ଅମିତାଭ ବଚ୍ଚନଙ୍କ ସାନ ଭାଇ ଅଜିତାଭ ଏବଂ ରମୋଲା ବଚ୍ଚନଙ୍କ ଝିଅ ।


Enter your email to get our daily news in your inbox.

All Right Reserved By Dharitri.Com

‘ଉଜଡା ଚମନ’କୁ ଅଜୟଙ୍କ ସମର୍ଥନ, ନଭେମ୍ବର ପହିଲାରେ ପରଦାକୁ ଆସିବ

ମୁମ୍ବାଇ: ସମାନ ଧରଣର କାହାଣୀ ଉପରେ ପର୍ଯ୍ୟବେଶିତ ଦୁଇ ବଲିଉଡ୍‌ ଫିଲ୍ମ ‘ଉଜଡା ଚମନ’ ଏବଂ ‘ବାଲା’ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଭିନ୍ନ ମୋଡ...

ବିଗ୍‌ ବସ୍‌ ଓଟିଟି ଜିତିଲେ ଦିବ୍ୟା ଅଗ୍ରଓ୍ବାଲ

ମୁମ୍ବାଇ, ୧୯ା୯: ଟେଲିଭିଜନ ଅଭିନେତ୍ରୀ ଦିବ୍ୟା ଅଗ୍ରଓ୍ବାଲ ରିୟଲିଟି ଶୋ’ ବିଗ୍‌ ବସ୍‌ ଓଟିଟି ବିଜୟୀ ହୋଇଛନ୍ତି। ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହର ହୋଷ୍ଟ...

ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ୍: ସମ୍ମୁଖକୁ ଆସିଲା ଦୀପିକାଙ୍କ ନାମ

ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଅଭିନେତ୍ରୀ ରିୟା ଚକ୍ରବର୍ତୀ ଗିରଫ ହେବ ପରେ ସାରା ଅଲ୍ଲୀ ଖାନ, ରକୁଳ ପ୍ରୀତି ସିଂ ଏବଂ ଶ୍ରଦ୍ଧା କପୁରଙ୍କ...

ରାମ ଅବତାରରେ ପ୍ରଭାସ

ମୁମ୍ବାଇ: ସାଉଥ୍ ଇଣ୍ଡଷ୍ଟ୍ରିର ଆଗଧାଡିର ଅଭିନେତା ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’କୁ ନେଇ କେବେଠାରୁ ଚର୍ଚ୍ଚା ଚାଲିଛି । ଏଥିରେ ସବୁଠାରୁ ଭିନ୍ନ କ୍ୟାରେକ୍ଟରରେ ପ୍ରଭାସଙ୍କୁ...

କ୍ୟାଟ୍ରିନାଙ୍କ ଶାଢ଼ିପିନ୍ଧା ଫଟୋ ଦେଖି ଏମିତି କ୍ୟାପଶନ୍‌ ଲେଖିଲେ ଭାଇଜାନ୍‌

ଆଉ ୪ ଦିନ ପରେ ‘ଭାରତ’ ଫିଲ୍ମ ରିଲିଜ ହେବ। ଦର୍ଶକ ଏହି ଫିଲ୍ମକୁ ଅପେକ୍ଷା କରି ରହିଛନ୍ତି। କାରଣ କ୍ୟାଟ୍ରିନା ଆଉ ଭାଇଜାନ୍‌ଙ୍କ ଫିଲ୍ମକୁ...

ଫେମଶ ହେବାକୁ ସର୍ଜରୀ କରିଥିଲେ ଏହି ନାୟିକା

ମୁ୍‌ମ୍ବାଇ: ଟେଲିଭିଜନ ପରଦାଠାରୁ ଆରମ୍ଭ କରି ବଲିଉଡ୍ ପର୍ଯ୍ୟନ୍ତ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି ଅଭନେତ୍ରୀ ପୁନମ ପାଣ୍ଡେ । ଅନେକ ସମୟରେ...

ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର...

ବିବାହ ପରେ ସିନେମାଠାରୁ ନିଜକୁ ଦୂରେଇ ନେଇଛନ୍ତି ଆସିନ୍‌

ମୁମ୍ବାଇ: କୁଇନ୍‌ ଅଫ୍‌ ଟଲିଉଡ୍‌ ଆସିନ୍‌ ଏବେ ଫିଲ୍ମଠାରୁ ନିଜକୁ ଦୂରେଇ ନେଇଛନ୍ତି। କାରଣଟା ନିଜର ବ୍ୟକ୍ତିଗତ ଜୀବନ। ୨୦୧୬ରେ ସେ ବ୍ୟବସାୟୀ ରାହୁଲ ଶର୍ମାଙ୍କୁ...

Advertisement
Archives

Model This Week