କରୋନା ସମୟରେ ନନ୍ଦନକାନନରେ ନୂଆ ଅତିଥି

ବାରଙ୍ଗ,୯ା୯(ଡି.ଏନ୍‌.ଏ.): କରୋନା ସମୟରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୪୨ନଂ ଏନକ୍ଲୋଜରରେ ରହୁଥିବା ଗୟଳ ବୁଧବାର ସକାଳେ ଗୋଟିଏ ଶାବକ ଜନ୍ମ ଦେଇଛି। ମାଆ ଓ ଛୁଆ ଉଭୟ ସୁସ୍ଥ ଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଏହି ଶାବକ ଜନ୍ମ ପରେ ଏମାନଙ୍କ ସଂଖ୍ୟା ବୃଦ୍ଧିପାଇ ୫ରେ ପହଞ୍ଚତ୍ଛି। ସେଥିମଧ୍ୟରେ ୨ ଅଣ୍ଡିରା, ୨ ମାଈ ଓ ଗୋଟିଏ ଛୁଆ ରହିଛନ୍ତି। ଦକ୍ଷିଣପୂର୍ବ ଏସିଆରେ ଦେଖାଯାଉଥିବା ଗୟଳ ଗୋ-ଜାତୀୟ ପ୍ରାଣୀମାନଙ୍କ ମଧ୍ୟରେ ଉଚ୍ଚତମ ଓ ବୃହତ୍ତମ ଅଟେ। ପ୍ରାୟ ୩୦ବର୍ଷ ପର୍ଯ୍ୟନ୍ତ ବଞ୍ଚତ୍ପାରୁଥିବା ଏହି ଗୟଳର ସରକ୍ଷଂଣ ପାଇଁ ଏମାନଙ୍କୁ ବନ୍ୟପ୍ରାଣୀ ସଂରକ୍ଷଣ ଆଇନର ବିଲୋପନମୁଖି ପ୍ରାଣୀ ଭାବେ ସାମିଲ କରାଯାଇଛି। ୨୦୧୫ ମେ ୨୫ରେ ଚଣ୍ଡିଗଡ଼ ଛତ୍‌ବୀର ଚିଡିଆଖାନାରୁ ହଳେ ଗୟଳକୁ ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ୪ପାଣି ଗୋଧି, ୪ ଚଉଶିଙ୍ଗା, ୪ ଧଳାବାଜେଣି ବିନିମୟରେ ନନ୍ଦନକାନନକୁ ଅଣାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri