Posted inଜାତୀୟ

ଶିକ୍ଷକଙ୍କ ପାଇଁ ନୂଆ ଗାଇଡ୍‌ ଲାଇନ୍‌, ଏବେ ଦେବାକୁ ପଡିବ ସମ୍ପତ୍ତି ତାଲିକା

ନୂଆଦିଲ୍ଲୀ,୧୯।୬: ଶିକ୍ଷକଙ୍କ ପାଇଁ ଜାରି ହୋଇଛି ନୂଆ ଗାଇଡ୍‌ ଲାଇନ। ଏବେ ଦେବାକୁ ପଡ଼ିବ ନିଜର ଗୋଟି ଗୋଟି ସମ୍ପତ୍ତିର ତାଲିକା। ଏନେଇ ଶିକ୍ଷା ବିଭାଗ ଏକ ନିର୍ଦ୍ଦେଶ ଜାରି କରିଛି। ମାଧ୍ୟମିକ ଶିକ୍ଷକଙ୍କୁ ଏବେ ପଦୋନ୍ନତି ସେତେବେଳେ ମିଳିବ ଯେତେବେଳେ ସେ ନିଜ ସମ୍ପତ୍ତିର ସମସ୍ତ ବିବରଣୀ ସାର୍ବଜନୀନ କରିବେ। ସେମାନେ ତାଙ୍କର ଚଳ ଓ ଅଚଳ ସମ୍ପତ୍ତିର ସମସ୍ତ ବିବରଣୀ ସରକାରଙ୍କ ଦ୍ୱାରା ଏକ ପୋର୍ଟଲରେ ସାର୍ବଜନୀନ କରିବାକୁ ପଡିବ। ଜୁନ ୩୦ ସୁଦ୍ଧା ନିଜର ତାଲିକା ସାର୍ବଜନୀନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶିକ୍ଷା ବିଭାଗ।

ସମ୍ପତ୍ତି ସାର୍ବଜନୀନ ନ କରିଥିବା ଶିକ୍ଷକଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଯଦି କେହି ନିଜ ସମ୍ପତ୍ତି ଘୋଷଣା ନ କରନ୍ତି ତେବେ ତାଙ୍କ ବିଷୟରେ କମିଟିରେ ଆଲୋଚନା ହେବା ସହ ତାଙ୍କ ପଦୋନ୍ନତିକୁ ରଦ୍ଦ କରାଯିବ। ଉତ୍ତର ପ୍ରଦେଶର ମାଧ୍ୟମିକ ଶିକ୍ଷା ପରିଷଦ ଏହି ସୂଚନା ଜାରି କରିଛି। ସମସ୍ତ ଶିକ୍ଷକଙ୍କୁ ଜୁନ ୩୦ ସୁଦ୍ଧା ସମ୍ପତ୍ତିର ସମସ୍ତ ବିବରଣୀ ମାନବ ସମ୍ପଦ ପୋଟାର୍ଲରେ ଦେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri