ହସ୍ପିଟାଲ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିସ୍ଫୋରକ ରୂପ ନେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ନେଇ ହସ୍ପିଟାଲଗୁଡ଼ିକ ପାଇଁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମେଡିକାଲ ଯେଭଳି ହଟ୍‌ସ୍ପଟ୍‌ ନ ପାଲଟିଯିବ, ସେଥିପାଇଁ ଦୃଷ୍ଟି ଦେବାକୁ ସରକାରଙ୍କ ପକ୍ଷରୁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲରେ ଅଲଗା ଜ୍ୱର ଓ ଆଇସୋଲେଶନ କ୍ଲିନିକ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ହସ୍ପିଟାଲକୁ ଆସୁଥିବା ସମସ୍ତ ଲୋକଙ୍କ ସ୍କ୍ରିନିଂ କରାଯିବ। ସେଠାରେ ପର୍ଯ୍ୟାପ୍ତ ପରିମାଣର ହାତଧୂଆ ବ୍ୟବସ୍ଥା ଓ ସାନିଟାଇଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରକାଶ ଯେ, ଗତବର୍ଷ କରୋନାର ପ୍ରଥମ ପର୍ଯ୍ୟାୟରେ ସେପ୍ଟେମ୍ବର ୨୫ରେ ସଂକ୍ରମଣ ଗ୍ରାଫ୍‌ ଶୀର୍ଷରେ ପହଞ୍ଚିଥିଲା। ସେମେବେଳେ ରାଜ୍ୟରେ ସର୍ବାଧିକ ୪,୩୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏବେ ଦ୍ୱିତୀୟ ଲହର ଏହି ରେକର୍ଡକୁ ଭାଙ୍ଗି ଦେଇଛି। ତେବେ ପଶ୍ଚିମ ଓଡ଼ିଶାର ସ୍ଥିତି ସଙ୍ଗିନ ରହିଥିବା ବେଳେ ଏବେ ଉତ୍ତର ଓ ପୂର୍ବାଞ୍ଚଳ ଜିଲାରେ ସଂକ୍ରମଣ ହୁ ହୁ ହୋଇ ମାଡ଼ି ଚାଲିଛି। ଗୋଷ୍ଠୀ ସଂକ୍ରମଣ ଭଳି ଏହା ଦ୍ରୁତ ଗତିରେ ବଢ଼ୁଥିବାରୁ ମେ’ ମାସରେ ପିକ୍‌କୁ ଯାଇ କମିପାରେ ବୋଲି ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri