ୟୁନିୟନ ବ୍ୟାଙ୍କ ପକ୍ଷରୁ ନୂଆ ଆଇଏଫ୍‌ଏସ୍‌ସି କୋଡ୍‌

ନୂଆଦିଲ୍ଲୀ,୭ା୩:  ପୂର୍ବ ଆନ୍ଧ୍ର ଏବଂ କର୍ପୋରେଶନ ବ୍ୟାଙ୍କ ଗୁଡିକର ଆଇଏଫଏସସି କୋଡର ପରିବର୍ତ୍ତନ କରାଯାଇଛି।୨୦୨୧ ଏପ୍ରିଲ ୧ରୁ ଏହି ୨ଟି ବ୍ୟାଙ୍କର ପୂର୍ବ ଆଇଏଫଏସସି ଆଉ ଚଳିବ ନାହିଁ ବୋଲି ଜଣାପଡିଛି। କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ସମିଶ୍ରଣ ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କ ସହିତ ଏହି ଦୁଇ ବ୍ୟାଙ୍କର ସମିଶ୍ରଣ କରଯାଇଥିଲା। ଫଳରେ ନୂଆ ନିୟମାବଳୀ ଅନୁସାରେ ବ୍ୟାଙ୍କ କାର୍ଯ୍ୟ ଜାରି ରହିବ। ଏହା ପୂର୍ବରୁ ଉକ୍ତ ୨ଟି ବ୍ୟାଙ୍କର ଖାତା ସଂଖ୍ୟା ପରିବର୍ତ୍ତନ କରାନଯାଇ ବ୍ୟାଙ୍କର ସମସ୍ତ କାର୍ଯ୍ୟ କରାଯାଇଥିଲା। ବର୍ତ୍ତମାନ ସମୟରେ ବିଭିନ୍ନ ଆଇଟି କାର୍ଯ୍ୟ ପାଇଁ ଅସୁବିଧା ହେବାରୁ ଉକ୍ତ ବ୍ୟାଙ୍କର ଆଇଏଫଏସସିର ପରିବର୍ତ୍ତନ କରାଯିବ ଫଳରେ ଗ୍ରାହକଙ୍କୁ ଉନ୍ନତ ସେବା ସହିତ ସଳର ବ୍ୟାଙ୍କିଙ୍ଗର ସୁବିଧା ଗ୍ରାହକମାନେ ପାଇ ପାରିବେ ବୋଲି ୟୁନିୟନ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇକାରୀ ବଜାରରେ ଟମାଟୋ କିଲୋ ୫ ଟଙ୍କା

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ କୃଷକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ବିଭିନ୍ନ ସମସ୍ୟା ଲାଗି ପାଇକାରୀ ବଜାରରେ ଟମାଟୋର କିଲୋ ପ୍ରତି...

ଫୋଭର ପକ୍ଷରୁ କଳାକୃତି ପ୍ରଦର୍ଶନୀ

କଲିକତା,୧୦-୬: ମୋବେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ପକ୍ଷରୁ କଲିକତା ସ୍ଥିତ ଏହାର ପ୍ରିମିୟମ ବ୍ରାଣ୍ଡ ଶୋ’ରୁମ ‘ଫୋଭର’ରେ ଏକ ଆର୍ଟ ଏକ୍‌ଜିବିଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଆରମ୍ଭ ହେଲା ‘ବିଜ୍‌ନେସ୍‌ ଏମିନେନ୍ସ ଆୱାର୍ଡ୍ସ’। ଧରିତ୍ରୀ ଏବଂ ଓଡିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ...

ନିବେଶ ଲାଗି ଭାରତ ପ୍ରକୃଷ୍ଟ ସ୍ଥାନ:ସୀତାରାମନ

ନୂଆଦିଲ୍ଲୀ,୧୮-୧୦: ନିବେଶ ଲାଗି ଭାରତ ଭଳି ପ୍ରକୃଷ୍ଟ ସ୍ଥାନ ନିବେଶକମାନେ ଅନ୍ୟ କେଉଁଠାରେ ପାଇବେ ନାହିଁ। ଭାରତରେ ଗଣତନ୍ତ୍ର ଏବଂ ପୁଞ୍ଜିବାଦକୁ ସମ୍ମାନ ଦେବା ଭଳି...

କରୋନା ଯୋଦ୍ଧାଙ୍କୁ ଏଲ୍‌ଆଇସିର ସମ୍ବର୍ଦ୍ଧନା

ଭୁବନେଶ୍ୱର,୩। ୫: ଲକ୍‌ଡାଉନ ସମୟରେ ଏଲ୍‌ଆଇସିର ମଣ୍ଡଳ କାର୍ଯ୍ୟାଳୟ କାର୍ଯ୍ୟ ଜାରି ରହିଛି। କରୋନା ବିରୋଧରେ ଲଢେଇ ଜାରି ରଖିଥିବା ଯୋଦ୍ଧାଙ୍କୁ ଏଲଆଇସି ସମର୍ଥନ ଜଣାଇଛି।...

କର୍ପୋରେଶନ ବ୍ୟାଙ୍କର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୧୧।୫: ରାଷ୍ଟ୍ରାୟତ୍ତ କର୍ପୋରେଶନ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଲୋକନାଥ ସାହୁ ଉପ ମହାପ୍ରବନ୍ଧକ ଭାବେ ନିଯୁକ୍ତି ପାଇଛନ୍ତି। ସେ ୧୯୯୯ରେ ଏହି ବ୍ୟାଙ୍କରେ ପ୍ରୋବେସନାରି ଅଧିକାରୀ...

ମେଡ୍‌ ସର୍ଭିସ ହାୟର ଅନ୍‌ ଆଓ୍ବାର ଶୁଭାରମ୍ଭ

ଭୁବନେଶ୍ୱର,୧।୬ : ଇଲାସବତି ସର୍ଭିସେସ ପ୍ରାଇଭେଟ ଲିମିଟେଡ ପକ୍ଷରୁ ମେଡ୍‌ ସର୍ଭିସ ‘ହାୟର ଅନ୍‌ ଆଓ୍ବାର’ ଶୁଭାରମ୍ଭ ହୋଇଛି। କମ୍ପାନୀର ଏମ୍‌ଡି ସଞ୍ଜୟ କୁମାର ପାତ୍ର...

ଟଙ୍କା ଛପା ୪ ଦିନ ବନ୍ଦ: ୪୦ କର୍ମଚାରୀ କରୋନା ପଜିଟିଭ୍‌

ନାସିକ, ୩୧।୮: ମହାରାଷ୍ଟ୍ରର ନାସିକ୍‌ଠାରେ ଥିବା କରେନ୍ସି ନୋଟ୍‌ ପ୍ରେସ୍‌ ଏବଂ ଇଣ୍ଡିଆ ସିକ୍ୟୁରିଟି ପ୍ରେସ୍‌କୁ ସୋମବାରଠାରୁ ୪ ଦିନ ପାଇଁ ବନ୍ଦ କରାଯାଇଛି। ଏଠାରେ...

Advertisement


Archives

Model This Week