ୟୁନିୟନ ବ୍ୟାଙ୍କ ପକ୍ଷରୁ ନୂଆ ଆଇଏଫ୍‌ଏସ୍‌ସି କୋଡ୍‌

ନୂଆଦିଲ୍ଲୀ,୭ା୩:  ପୂର୍ବ ଆନ୍ଧ୍ର ଏବଂ କର୍ପୋରେଶନ ବ୍ୟାଙ୍କ ଗୁଡିକର ଆଇଏଫଏସସି କୋଡର ପରିବର୍ତ୍ତନ କରାଯାଇଛି।୨୦୨୧ ଏପ୍ରିଲ ୧ରୁ ଏହି ୨ଟି ବ୍ୟାଙ୍କର ପୂର୍ବ ଆଇଏଫଏସସି ଆଉ ଚଳିବ ନାହିଁ ବୋଲି ଜଣାପଡିଛି। କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ସମିଶ୍ରଣ ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କ ସହିତ ଏହି ଦୁଇ ବ୍ୟାଙ୍କର ସମିଶ୍ରଣ କରଯାଇଥିଲା। ଫଳରେ ନୂଆ ନିୟମାବଳୀ ଅନୁସାରେ ବ୍ୟାଙ୍କ କାର୍ଯ୍ୟ ଜାରି ରହିବ। ଏହା ପୂର୍ବରୁ ଉକ୍ତ ୨ଟି ବ୍ୟାଙ୍କର ଖାତା ସଂଖ୍ୟା ପରିବର୍ତ୍ତନ କରାନଯାଇ ବ୍ୟାଙ୍କର ସମସ୍ତ କାର୍ଯ୍ୟ କରାଯାଇଥିଲା। ବର୍ତ୍ତମାନ ସମୟରେ ବିଭିନ୍ନ ଆଇଟି କାର୍ଯ୍ୟ ପାଇଁ ଅସୁବିଧା ହେବାରୁ ଉକ୍ତ ବ୍ୟାଙ୍କର ଆଇଏଫଏସସିର ପରିବର୍ତ୍ତନ କରାଯିବ ଫଳରେ ଗ୍ରାହକଙ୍କୁ ଉନ୍ନତ ସେବା ସହିତ ସଳର ବ୍ୟାଙ୍କିଙ୍ଗର ସୁବିଧା ଗ୍ରାହକମାନେ ପାଇ ପାରିବେ ବୋଲି ୟୁନିୟନ ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ଶେଷ ମ୍ୟାଚ୍‌ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ…

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ିଲା ଷଣ୍ଢ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧୀନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଇଲାକାରେ ଅବାଧ ବନ୍ୟଜନ୍ତୁ ଶିକାର ଦିନକୁ ଦିନ ବଢ଼ି ଚାଲିଛି। ସାନଖେମୁଣ୍ଡି…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?