କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି: ଅଭିଯୁକ୍ତଙ୍କ ବିରୋଧରେ ନେବେ କଡ଼ା ପଦକ୍ଷେପ

କେସିଙ୍ଗା,୨।୯(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାରେ ନୂତନ ଆଇଆଇସି ଜିତେନ୍ଦ୍ର ବିଶ୍ବାଳ ସୋମବାର ସନ୍ଧ୍ୟାରେ ଯୋଗ ଦେଇଛନ୍ତି। ସେ ଏହା ପୂର୍ବରୁ ଲାଞ୍ଜିଗଡ଼ ଥାନାରେ ଥିଲେ। ଜଣେ ଦକ୍ଷ ଥାନା ଅଧିକାରୀ ଭାବେ କେସିଙ୍ଗା ଆଦର୍ଶ ଥାନାରେ ଯୋଗଦାନ ପରେ ସହରର ଟ୍ରାଫିକ ସମସ୍ୟା ପ୍ରତି ଦୃଷ୍ଟି ଦେବା ସହ ନିଶାନିିବାରଣ, କ୍ରିମିନାଲଙ୍କୁ କଡା ପଦକ୍ଷେପ ନେବାପାଇଁ ଚାଲେଞ୍ଜ କରିଛନ୍ତି। ଏହି ଅଞ୍ଚଳରେ ଚୋରା ବାଲି ଚାଲାଣ ରୋକିବା ସହ, ପଥର ବ୍ଲାଷ୍ଟିଙ୍ଗ , ଚୋର, ଡକାୟତିଙ୍କ ପ୍ରତି କଡା ପଦକ୍ଷେପ ନେବାକୁ କହିଛନ୍ତି। ଅଞ୍ଚଳରେ ରାତିରେ ପାଟ୍ରୋଲିଂ ଏବଂ ଜୁଆ ଆଡ୍ଡା, ଉପରେ ଚଡାଉ କରି ସମଗ୍ର ଅଞ୍ଚଳକୁ ଶାନ୍ତି ଶୃଙ୍ଖଳାୋ ରଖିବା ପାଇଁ ବିଶ୍ୱାଳ ପ୍ରକାଶ କରିଛନ୍ତି। ଏହି ଥାନାରେ ପୂର୍ବରୁ ଥିବା ପ୍ରାଦୁନ୍ମ ମହାପାତ୍ର ଜିଲାର ସଦର ଥାନାକୁ ବଦଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ବିରୋଧରେ ବଡ଼ ଆକ୍ସନ ନେଲା ଆମେରିକା: ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୫: ଆମେରିକା ଏକ ଚାଇନା-ଭିତ୍ତିକ ଅଶୋଧିତ ତୈଳ ଟର୍ମିନାଲ ଅପରେଟରକୁ ଇରାନ କମ୍ପାନୀଗୁଡ଼ିକରୁ ପେଟ୍ରୋଲିୟମ ଉତ୍ପାଦ ଆମଦାନୀ କରିବାରୁ ନିଷିଦ୍ଧ କରିଛି। ଅନ୍ୟ କମ୍ପାନୀଗୁଡ଼ିକୁ ଚେତାବନୀ ଦେଇଛି…

ନବୀନଙ୍କ ଚିଠି ଲେଖାକୁ ନେଇ କଟାକ୍ଷ କଲେ ଆଇନମନ୍ତ୍ରୀ, କହିଲେ ନବୀନ ହେଉଛନ୍ତି…

ଭୁବନେଶ୍ୱର,୨ା୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିବା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଟାକ୍ଷ କରିଛନ୍ତି। ଦାନ ମାଝୀ…

ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି ଘରେ ଘଟିଲା ଅଘଟଣ : ଜଣେ ବୃଦ୍ଧା ଜୀବନ୍ତ ଦଗ୍ଧ, ୨ ଗୁରୁତର

ବାଲିଗୁଡ଼ା,୨।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ବାରଖମା ଫାଣ୍ଡି ସୁଡ୍ରା ଗ୍ରାମରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଏଥିରେ ଜଣେ…

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri