ଦାରିଙ୍ଗବାଡି ଥାନାରେ ଯୋଗଦେଲେ ନୂତନ ଥାନା ଅଧିକାରୀ: ଗୋଟିଏ ବର୍ଷରେ ୩ ବଦଳି

ଦାରିଙ୍ଗବାଡି,୫ା୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଆଇଆଇସି ଭାବେ କନକ କୁମାର ମାଝୀ ରବିବାର ସଂନ୍ଧ୍ୟାରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସେ ଫୁଲବାଣୀ ଟାଉନ ଥାନାରୁ ବଦଳି ହୋଇ ଦାରିଙ୍ଗବାଡି ଥାନାକୁ ଆସିଛନ୍ତି।

ଦାରିଙ୍ଗବାଡି ଥାନାରେ କାର୍ଯ୍ୟରତ ଆଇଆଇସି ଅଶୋକ କୁମାର ହାଁସଦାଙ୍କ କେ. ନୂଆଗାଁ ଥାନାକୁ ବଦଳି ହୋଇଛି। ସେ ଦାରିଙ୍ଗବାଡି ଥାନାରେ ପହଞ୍ଚିବା ପରେ ସବନ୍ସପେକ୍ଟର ଜୟନ୍ତ ସେଠିଙ୍କ ସମେତ ମହିଳା ସବନ୍ସପେକ୍ଟର ବାସନ୍ତି ବେହେରା, ଲଷ୍ମୀ ମାଝୀ, ଏଏସଆଇ ଅର୍ଜୁନ ଶବର, ଶ୍ରୀନିବାସ ରାଓ ଓ ଅନ୍ୟକର୍ମଚାରି ଉପସ୍ଥିତ ରହିଥିଲେ ନୂତନ ଆଇଆଇସିଙ୍କୁ ଥାନାର ସମସ୍ତ ଅଫିସର ଓ କର୍ମଚାରି ମାନେ ସ୍ୱାଗତ ସମ୍ବର୍ଦ୍ଦନା ଜଣାଇଥିଲେ।

ନୂତନ ଆଇଆଇସି ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଗୁରୁତ୍ୱ ପ୍ରଦାନ ସହ ଟ୍ରାଫିକ ନିୟନ୍ତ୍ରଣ, ଅପରାଧିକ କାର୍ଯ୍ୟକୁ ରୋକିବା ଭଳି କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ସାମାଜିକ ସୁରକ୍ଷା ପ୍ରଦାନ ଦିଗରେ ସେ କାର୍ଯ୍ୟ କରିବେ ବୋଲି କହିଛନ୍ତି ସେ ଅଞ୍ଚଳର ସାଧାରଣ ଲୋକଙ୍କ ସହଯୋଗ ନିତ୍ୟାନ୍ତ ଆବଶ୍ୟକ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

କାଲି ନିଖୋଜ, ଆଜି ମିଳିଲା ବୃଦ୍ଧଙ୍କ ମୃତଦେହ; କେନାଲରେ ଗୋଟିଏ ପରେ ଗୋଟିଏ ଅଘଟଣକୁ ନେଇ… 

କୋକସରା,୧୮।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ ଅଞ୍ଚଳରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବୁଧବାର ଦିନ ଇନ୍ଦ୍ରାବତୀ ଉଠା ଜଳସେଚନ…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri