ଦିଗପହଣ୍ଡି-କେ. ନୂଆଗାଁ ଥାନାରେ ଯୋଗଦେଲେ ନୂଆ ଆଇଆଇସି:  ଅପରାଧ ଦମନ ସହ ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଦିଗରେ…

ଦିଗପହଣ୍ଡି, ୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ ନୂତନ ଆଇଆଇସି ଭାବେ ମଙ୍ଗଳବାର ସାରେ କିଶୋର କୁମାର ସାମଲ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ କେ. ନୂଆଗାଁ ଥାନାରେ ଅବସ୍ଥାପିତ ଥିଲେ। ପୂର୍ବରୁ ଦିଗପହଣ୍ଡି ଥାନାରେ ଅବସ୍ଥାପିତ ଥିବା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ରଙ୍କ ବ୍ରହ୍ମପୁର ପୋଲିସ ଜିଲା ମୁଖ୍ୟାଳୟକୁ ବଦଳି ଆଦେଶ ହୋଇଥିଲା। ଦାୟିତ୍ୱ ଗ୍ରହଣ କରିବା ପରେ ନୂତନ ଆଇଆଇସି ପୋଲିସ ସେବାକୁ ଅଧିକ ଲୋକାଭିମୁଖୀ କରାଯିବା ସହ ଅପରାଧ ଦମନ ଏବଂ ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଦିଗରେ ଅଗ୍ରାଧିକାର ଦିଆଯିବ ବୋଲି କହିଛନ୍ତି।

ସେହିପରି ଗଞ୍ଜାମ ଜିଲା କେ.ନୂଆଗାଁ ଥାନାରେ ବିଶ୍ୱଜିତ ନାୟକ ଆଇଆଇସି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବ୍ରହ୍ମପୁର ପୋଲିସ ଜିଲା ମୁଖ୍ୟାଳୟରେ କାର୍ଯ୍ୟ କରୁଥିଲେ। ଥାନା ଅଞ୍ଚଳର ଆଇନଶୃଙ୍ଖଳା, ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ,ବେଆଇନ ମଦ କାରବାରକୁ ବନ୍ଦ କରାଯିବା ସହ ସାଧାରଣ ଜନତାଙ୍କ ସମସ୍ୟାକୁ ସେ ଅଗ୍ରାଧିକାର ଦେବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri