Posted inଜାତୀୟ

New Income Tax Bill 2025 Updates: ଆଜି ଲୋକ ସଭାରେ ଆଗତ ହେବ ଆଇଟି ବିଲ୍‌, ITR ଫାଇଲିଂ ପଦ୍ଧତିରେ ହୋଇପାରେ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୩।୨: ନୂତନ ଇନ୍‌କମ୍‌ ଟାକ୍ସ(ଆଇଟି) ବିଲ୍‌ ଲୋକ ସଭାରେ ଗୁରୁବାର ଆଗତ ହେବ। ଏହା ପୂର୍ବରୁ ବୁଧବାର ଏହି ବିଲ୍‌ର ଡ୍ରାଫ୍ଟ ଜାରି କରାଯାଇଛି। ୬୨୨ ପୃଷ୍ଠା ବ୍ୟତୀତ ଏହି ବିଲ୍‌ରେ ୫୩୬ ସେକ୍ସନ ଏବଂ ୧୬ ସେଡ୍ୟୁଲ ଏବଂ ୨୩ ଚାପ୍ଟର ରହିଛି। ପୁରୁଣା ଆଇଟି ଆକ୍ଟ, ୧୯୬୧ ୮୮୦ ପୃଷ୍ଠା ବିଶିଷ୍ଟ ହୋଇଥିବାବେଳେ ସେଥିରେ ୧୪ଟି ସେଡ୍ୟୁଲ ରହିଥିଲା। ସେହିପରି ପୁରୁଣା ଆଇନରେ ୨୯୮ଟି ଧାରା ଥିବାବେଳେ ନୂତନ ଆଇଟି ବିଲ୍‌ରେ ୫୩୬ଟି ଧାରା ରହିଛି। ଗତ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ବଜେଟ ଭାଷଣରେ ନୂତନ ଆଇଟି ବିଲ୍‌ ସମ୍ପର୍କରେ ସୂଚନା ଦେଇ କହିଥିଲେ, ଏହା ଅତି ସରଳ ଭାଷାରେ ରହିଛି, ଯାହାକୁ ଲୋକମାନେ ଅତି ସହଜରେ ବୁଝିପାରିବେ। ପୁରୁଣା ଆୟକର ଆଇନ ଅନୁଯାୟୀ ବ୍ୟବହୃତ ହେଉଥିବା ଫାଇନାନ୍ସିଆଲ ଇୟର, ଆସେସ୍‌ମେଣ୍ଟ ଇୟର ଆଦି ଟର୍ମ ବଦଳରେ ନୂତନ ଆଇଟି ବିଲ୍‌ରେ କେବଳ ଗୋଟିଏ, ଟାକ୍ସ ଇୟର ଟର୍ମ ବ୍ୟବହୃତ ହେବ। ନୂତନ ଆଇଟି ବିଲ୍‌, ୨୦୨୫କୁ ୨୦୨୬ ଏପ୍ରିଲରୁ ଲାଗୁକରିବାକୁ କେନ୍ଦ୍ର ସରକାରଙ୍କର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri