Posted inଖେଳ

ରୋହିତ ନୁହେଁ, କିଷନଙ୍କ ସହ ଓପନିଂ କଲେ ରାହୁଲ

ଦୁବାଇ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ନୂଆ ଓପନିଂ ଯୋଡ଼ି ସହ ଓହ୍ଲାଇଛି ଭାରତୀୟ ଦଳ। ନିୟମିତ ଓପନର ରୋହିତ ଶର୍ମାଙ୍କ ବଦଳରେ ଇଶାନ କିଷନଙ୍କ ସହ ଓପନିଂ କରିଛନ୍ତି ଲୋକେଶ ରାହୁଲ। ୨୦୧୩ଠାରୁ ରୋହିତ ଓପନିଂ କରି ଆସୁଛନ୍ତି। ଗତ ୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସେ ଦଳରେ ଥିବା ସତ୍ତ୍ୱେ ତାଙ୍କୁ ଓପନିଂ ପାଇଁ ସୁଯୋଗ ଦିଆଯାଇନାହିଁ।

ଉଲ୍ଲେଖଯୋଗ୍ୟ, ରୋହିତ ତାଙ୍କ କ୍ୟାରିୟରର ପ୍ରାରମ୍ଭିକ ଦିନରେ ଜଣେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଭାବେ ଖେଳୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶହୀଦ ଯବାନଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ସିଏସ୍‌କେ ଦଳର ସଦସ୍ୟ ନିଲମ୍ବିତ

ଚେନ୍ନାଇ,୧୭।୬: ଗଲୱାନ ଘାଟିରେ ହୋଇଥିବା ଚାଇନା ସହ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏହାକୁ ନେଇ ଦେଶରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଶହୀଦ...

ଶାସ୍ତ୍ରୀଙ୍କୁ ନେଇ ଅଶ୍ୱିନଙ୍କ ବିସ୍ଫୋରକ ବୟାନ; ସବା କରିମ କହିଲେ ଏଭଳି ଘଟଣା ଯୋଗୁ…

ନୂଆଦିଲ୍ଲୀ,୨୩।୧୨: ଗୋଟିଏ ପଟେ ବିରାଟ-ବିସିସିଆଇ ମଧ୍ୟରେ ବିବାଦ ଥମି ନ ଥିବା ବେଳେ ପୁଣି ଏକ ନୂଆ ବିବାଦ ମୁଣ୍ଡ ଟେକିଲାଣି। ସେଇଟି ଭାରତୀୟ କ୍ରିକେଟର...

ଜନ୍ମଦିନରେ ଏହି କ୍ରିକେଟର୍‌ଙ୍କୁ ମିଳିଲା ବଡ଼ ଉପହାର

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍‌ରେ ଇଶାନ କିଶନ ଏବଂ ସୂର୍ଯ୍ୟ କୁମାର ଯାଦବ ଦିନିକିଆ...

ଇଂଲଣ୍ଡ ପାଇଁ ୧୧୩ ରନ୍‌ର ଟାର୍ଗେଟ…

ମେଲବୋର୍ନ,୨୨।୧୦ :ଟି -୨୦ ବିଶ୍ୱକପରେ ସୁପର -୧୨ର ମ୍ୟାଚରେ ଆଫଗାନିସ୍ତାନ ଇଂଲଣ୍ଡ ଦଳକୁ ୧୧୩ ରନ୍‌ର ଟାର୍ଗେଟ ଦେଇଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଯାହା ସ୍ବପ୍ନ ଦେଖିଥିଲି, ଆଜି ପୂରଣ କରିଦେଲି: ପନ୍ତ

ନୂଆଦିଲ୍ଲୀ,୧୯।୧: ବ୍ରିସବେନ ଟେଷ୍ଟରେ ଟିମ ଇଣ୍ଡିଆ ନିଷ୍ଠା ଏବଂ ସାହସ କରି ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଭାରତୀୟ ଦଳ ଗାବା ଭଳି ଏକ କଠିନ ପିଚରେ...

ଡବ୍ଲ୍ୟୁଟିସି ଫାଇନାଲ: ଭାରତର ପ୍ରଦର୍ଶନ ଉପରେ ଶ୍ରୀଲଙ୍କାର ଭାଗ୍ୟ

ନୂଆଦିଲ୍ଲୀ,୨୦ା୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଜିତିବା ସହିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ଫାଇନାଲ ସମ୍ଭାବନାକୁ ଦୃଢ଼ୀଭୂତ କରିଛି ଭାରତ। ଜୁନ୍‌ ୭ରେ ଓଭାଲରେ ଖେଳାଯିବାକୁ ଥିବା...

କ୍ରିକେଟ ନିଶା ପାଇଁ ଇଞ୍ଜିନିୟର ଚାକିରି ଛାଡିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଥିଲେ ଅନିଲ କୁମ୍ବଲେ। ଭାରତୀୟ ଦଳର ଏହି ପୂର୍ବତନ କୋଚ   ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ...

ଅଷ୍ଟ୍ରେଲିଆଠାରୁ ଭାରତ ହାରିଯିବା ଦେଖି ହୋଇଯାଇଥିଲା ଜ୍ୱର, ଏବେ ପିତା ବଖାଣିଲେ…

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ୍‌ରେ ଚମକିବା ପରେ ଭାରତୀୟ ଟି-୨୦ ଟିମ୍‌ରେ ସାମିଲ ହୋଇଛନ୍ତି ଭେଙ୍କଟେଶ ଆୟାର। ପିଲାଦିନୁ ପାଠପଢ଼ା ସହ କ୍ରିକେଟରେ ତାଙ୍କର ରୁଚି ରହିଥିଲା। ସେ...

Advertisement
Archives

Model This Week