Posted inଖେଳ

ନୂଆ ଜର୍ସି ପିନ୍ଧି ବିଶ୍ୱକପ୍‌ ଖେଳିବ ଭାରତ

ମୁମ୍ବାଇ,୮।୧୦: ଆସନ୍ତା ୧୭ ତାରିଖରୁ ୟୁଏଇ ଏବଂ ଓମାନଠାରେ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ନୂଆ ଜର୍ସିରେ ଦେଖିବାକୁ ମିଳିବ। ଏ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ତେବେ ଦଳର ନୂଆ ଜର୍ସି ଆସନ୍ତା ୧୩ ତାରିଖରେ ଉନ୍ମୋଚିତ ହେବ ବୋଲି ବିସିସିଆଇ ଟୁଇଟ୍‌ କରି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମେ ବୋଲିଂ କରିବ ଭାରତ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପୂରା ମ୍ୟାଚ୍‌ରେ ପିଚ୍‌ ବ୍ୟାଟିଂ ଉପଯୋଗୀ...

ବିରଳ ରେକର୍ଡ ହାତଛଡ଼ା କଲେ ଜାଡେଜା

ମୋହାଲି,୬।୩: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ରବୀନ୍ଦ୍ର ଜାଡେଜା ଏକ ବିରଳ ରେକର୍ଡର ଅଧିକାରୀ ହେବାରୁ ବଞ୍ଚିତ ହୋଇଛନ୍ତି। ମ୍ୟାଚ୍‌ରେ ୧୭୫ ରନ୍‌ର...

ପ୍ଲେ- ଅଫ୍‌ରେ ସ୍ଥାନ ହାସଲ ଲକ୍ଷ୍ୟରେ ବାଙ୍ଗାଲୋର

ଶାରଜା,୩୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୫୨ତମ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନ ରାଇଜର୍ସ...

ବିସ୍ଫୋରକ ଶତକ ପରେ ଏମିତି ସେଲିବ୍ରେଟ୍‌ କଲେ ଭେଙ୍କଟଶ

ମୁମ୍ବାଇ,୧୨ା୧୨: ନିକଟରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଅଲରାଉଣ୍ଡର ଭେଙ୍କଟଶ ଆୟର ଚଣ୍ଡିଗଡ଼ ବିପକ୍ଷ ବିଜୟ ହଜାରେ ମ୍ୟାଚ୍‌ରେ ଖେଳିଛନ୍ତି ବିସ୍ଫୋରକ ଶତକୀୟ ପାଳି। ମଧ୍ୟପ୍ରଦେଶ...

ସେରେନା-ଭେନସ୍‌ ପ୍ରତିଦ୍ୱନ୍ଦ୍ୱୀତା: ୩୧ତମ ମୁକାବିଲାର ସାନ ଭଉଣୀ ବିଜୟୀ

ଲେକ୍ସିଂଟନ,୧୪।୮(ଏପି): ଆମେରିକୀୟ ମହିଳା ଟେନିସ ତାରକା ତଥା ଦୁଇ ଭଉଣୀ ସେରେନା ଓ ଭେନସ ଓ୍ବିଲିୟମ୍ସଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱୀତା ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି।...

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା...

ସେରେନା, ହାଲେପ୍‌ ସେମିଫାଇନାଲରେ

ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା...

ଦିଲ୍ଲୀ କ୍ୟାପିଟାଲ୍ସ ପରେ ଆର୍‌ସିବିକୁ ଝଟ୍‌କା: ଉଦ୍‌ଘାଟନୀ ମ୍ୟାଚ୍‌ରେ ଖେଳିବେ ନାହିଁ ଏହି କ୍ରିକେଟର

ନୂଆଦିଲ୍ଲୀ,୨୪।୩: ଦିଲ୍ଲୀ କ୍ୟାପିଟାଲ୍ସ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଲାଗିଛି ଝଟକା। ସ୍ପିନର ଆଡାମ ଜମ୍ପା ଆଇପିଏଲ୍‌ ୨୦୨୧ର ଉଦ୍‌ଘାଟନୀ ମ୍ୟାଚ୍‌ରେ ସାମିଲ ହୋଇପାରିବେ ନାହିଁ।...

Advertisement
Archives

Model This Week