ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ ଭାବେ ନିଜ ଦାୟିତ୍ୱରେ ରହିଛନ୍ତି। ଇନ୍ସପେକ୍ଟର ସଂଗ୍ରାମ ପୂର୍ବରୁ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ ଉକ୍ତ ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ସବଇନ୍ସପେକ୍ଟର ଭାବେ ଦାୟିତ୍ୱ ତୁଲାଇଛନ୍ତି। ତେଣୁ ବ୍ରାହ୍ମଣୀଗାଁ ଥାନା ସମେତ ଦାରିଙ୍ଗବାଡି ଥାନା ଅଞ୍ଚଳ ସମ୍ପର୍କରେ ତାଙ୍କର ଜଣାଶୁଣା ରହିଛି। ତେଣୁ ସେ ଦାରିଙ୍ଗବାଡି ଥାନାରେ ଆଇନଶୃଙ୍ଖଳା ପରିସ୍ଥିତିକୁ ସୁଚାରୁ ରୂପେ ତୁଲାଇବେ ବୋଲି କହିଛନ୍ତି।
ପ୍ରକାଶ ଯେ, ଦାରିଙ୍ଗବାଡି ଥାନାରେ ଇନ୍ସପେକ୍ଟର କନକ ମାଝିଙ୍କ ଡିଏସପି ର଼୍ୟାଙ୍କ ପଦନ୍ନୋତି ହୋଇ ଥିବାବେଳେ ସେ ଦାରିଙ୍ଗବାଡି ଥାନାର ଅଧିକାରୀ ଭାବେ ଦାୟିତ୍ୱରେ ରହିଛନ୍ତି ଏବଂ ଅତିରିକ୍ତ ଦାୟିତ୍ୱ ଇନ୍ସପେକ୍ଟର ସଂଗ୍ରାମ ରହିଥିବା ଜଣାପଡିଛି। ସେହିପରି ଦାରିଙ୍ଗବାଡିରେ କାର୍ଯ୍ୟରତ ସବ ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ ମଧ୍ୟ ପଦନ୍ନୋତି ପାଇ ଇନ୍ସପେକ୍ଟର ପଦବୀ ପାଇ ସେ ଅନ୍ୟତ୍ର ବଦଳି ହୋଇଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri