ପାରାଦୀପ ବନ୍ଦର ପାଇଁ ନୂଆ ନିର୍ଦ୍ଦେଶନାମା ଜାରି, ବାତ୍ୟାର ଗତିବିଧି ପରିବର୍ତ୍ତନ ପରେ…

ପାରାଦୀପ,୧୯ା୧୧(ଶରତ ରାଉତ): ସମ୍ଭାବ୍ୟ ବାତ୍ୟା ଅକ୍ବାନ ପାଇଁ ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ ବୁଧବାର ସନ୍ଧ୍ୟାରେ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅର୍ଥାତ ଆସନ୍ତା ଗୁରୁବାର ଓ ଶୁକ୍ରବାର ଜାହାଜଗୁଡିକ ବନ୍ଦର ପୋତାଶ୍ରୟରୁ ବାହାରି ସମୁଦ୍ର ଆଙ୍କରେଜ ଏରିଆର ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି। ବାତ୍ୟାର ଗତିବିଧି ପରିବର୍ତ୍ତନ ପରେ ପୁଣି ସ୍ବାଭାବିକ ଭାବେ ପଣ୍ୟ ବୋଝେଇ ଖଲାସ କରିବା ପାଇଁ କୁହାଯାଇଛି। ଗୁରୁବାର ସକାଳୁ ଆନ୍ଧ୍ରପ୍ରଦେଶର ୬ଟି ମାଛଧରା ଟ୍ରଲର ପାରାଦୀପ ବନ୍ଦର ପୋତାଶ୍ରୟରେ ଆଶ୍ରୟ ନେଇଛନ୍ତି। ଯେଉଁଥିରେ ୫୪ ମତ୍ସ୍ୟଜୀବୀ ଅଛନ୍ତି। ସେମାନଙ୍କୁ ଆବଶ୍ୟକ ସୁବିଧା ସୁଯୋଗ ବନ୍ଦର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି। ଅପରପକ୍ଷେ ଜିଲା ପ୍ରଶାସନ ପକ୍ଷରୁ ପୌରାଞ୍ଚଳର ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ଥଇଥାନ କେନ୍ଦ୍ରକୁ ଅଣାଯାଉଛି। ପାରାଦୀପରେ ୨୨ଟି ଥଇଥାନ କେନ୍ଦ୍ର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୯ ଟେଷ୍ଟରେ ୧୦୬ ନୋ-ବଲ: ଲଜ୍ଜାଜନକ ରେକର୍ଡ କଲା ପାକିସ୍ତାନ

ରାୱଲପିଣ୍ଡି,୧୯।୧୧:ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡିରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ମ୍ୟାଚ୍‌ର ତୃତୀୟ ଦିନ ସୁଦ୍ଧା ପାକିସ୍ତାନୀ ବୋଲରଙ୍କ ପକ୍ଷରୁ ଅନେକ ନୋ-ବଲ ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା: କେନାଲ ଭିତରକୁ ଖସି ପଡ଼ିଲା ସ୍କର୍ପିଓ, ଚାଲିଗଲା ୬ ଜୀବନ

ପାଟଣା,୧୯।୧୧: ବିହାରର ଅରରିଆ ଜିଲାରେ ଗୁରୁବାର ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ସ୍କର୍ପିଓ ନିୟନ୍ତ୍ରଣ ହରାଇ କେନାଲକୁ ଖସିପଡ଼ି ଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୬ଜଣଙ୍କ…

ବାତ୍ୟା ‘ଅକ୍ୱାନ’କୁ ନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପ୍ରସ୍ତୁତ: ୩୧୩ ଆଶ୍ରୟସ୍ଥଳ କାର୍ଯ୍ୟକ୍ଷମ, ୫୬ ଗର୍ଭବତୀଙ୍କୁ ସ୍ଥାନାନ୍ତର

ଖୋର୍ଦ୍ଧା,୧୯ା୧୧(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଜିଲାପାଳ…

ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣର ତ୍ୱରିତ ପଦକ୍ଷେପ, ବ୍ରହ୍ମପୁର ହୋଟେଲରୁ ଉଦ୍ଧାର ହେଲେ ନାବାଳକ ଶ୍ରମିକ

ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ଶିଶୁ ଶ୍ରମିକ ପ୍ରଥାର ନିରାକରଣ ଓ ଶିଶୁ ଅଧିକାରର ସୁରକ୍ଷା ଦିଗରେ ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ…

ମନ୍ତ୍ରୀ ଦେଲେ ବଡ଼ ସୂଚନା; ଏହି ୩ ଜିଲାରେ ଅଛି ସୁନା ଖଣି, ତାଲିକାରେ…

ଭୁବନେଶ୍ୱର,୧୯ା୧୧: ଓଡ଼ିଶାରେ ସୁନା, ରୁପା ଓ ମାଣିକ୍ୟ ଭଳି ମୂଲ୍ୟବାନ ଖଣିଜ ସମ୍ପଦର ସନ୍ଧାନ ମିଳିଛି । ରାଜ୍ୟର କେନ୍ଦୁଝର, ଦେବଗଡ଼ ଓ ମୟୂରଭଞ୍ଜ ଜିଲାରେ ସୁନା…

ଆସନ୍ତାକାଲି ମଇଦାନକୁ ଓହ୍ଲାଇବେ ବୈଭବ ସୂର୍ଯ୍ୟବଂଶୀ! କେଉଁଠି , କେମିତି ଦେଖିବେ ମ୍ୟାଚ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୧୧: ଦୋହାରେ ଆରମ୍ଭ ହୋଇଛି ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬। କିନ୍ତୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ନଜର ଏବେ ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ…

ଦ୍ୱିତୀୟ ବିବାହର ସନ୍ତାନଙ୍କୁ ବି ମା’ଙ୍କ ସମ୍ପତ୍ତିରେ ମିଳିବ ଅଧିକାର: ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧୯।୧୧: ସାଧାରଣତଃ ପରିବାରର ସଦସ୍ୟଙ୍କ ମଧ୍ୟରେ ସମ୍ପତ୍ତିକୁ ନେଇ ବିବାଦ ଦେଖିବାକୁ ମିଳେ। ବିଶେଷକରି ଜଣେ ମହିଳାଙ୍କ ବିବାହ ପରେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଯିବା ଏବଂ…

ସରକାରଙ୍କ ବଡ଼ ଘୋଷଣା: ୧ କୋଟି ପରିବାରଙ୍କୁ ମିଳିବ…

ନୂଆଦିଲ୍ଲୀ,୧୯।୧୧: ଘରର ଆର୍ଥିକ ଦାୟିତ୍ୱ ସମ୍ଭାଳୁଥିବା ସଦସ୍ୟ ଯଦି ହଠାତ୍‌ ଆଖି ବୁଜିଦିଅନ୍ତି, ତେବେ ପରିବାର ଉପରେ କେବଳ ମାନସିକ ଆଘାତ ନୁହେଁ, ଆର୍ଥିକ ସମସ୍ୟାର ପାହାଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?