Posted inଜାତୀୟ

ଟୁଇଟରକୁ କଡ଼ା ଚେତାବନୀ ଦେଲେ ନୂଆ ଆଇଟି ମନ୍ତ୍ରୀ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର ସମ୍ପ୍ରସାରଣ ପରେ ନୂତନ ମନ୍ତ୍ରୀମାନେ ଗୁରୁବାର ଦାୟିତ୍ୱ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଦେଶର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ଟୁଇଟରକୁ କଡା ବାର୍ତ୍ତା ଦେଇଛନ୍ତି। ଟୁଇଟର ନୂତନ ଆଇଟି ନିୟମ ପାଳନ ନ କରିବା ବିଷୟରେ ଅଶ୍ୱିନୀ କହିଛନ୍ତି ଯେ ଦେଶର ଆଇନ ସର୍ବୋଚ୍ଚ, ସମସ୍ତଙ୍କୁ ମାନିବାକୁ ପଡିବ। ଟୁଇଟର୍‌ ମଧ୍ୟ ନିୟମ ଅନୁସରଣ କରିବା ଉଚିତ୍‌ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ନୂତନ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) ନିୟମ ଅନୁଯାୟୀ ସ୍ଥାନୀୟ ଅଭିଯୋଗ ସମାଧାନ ଅଧିକାରୀ (ଆରଜିଓ) କେବେ ନିଯୁକ୍ତ ହେବ ସେନେଇ ଜୁଲାଇ ୮ ସୁଦ୍ଧା ସୂଚନା ଦେବାକୁ ଜୁଲାଇ ୬ରେ କୋର୍ଟ ଟୁଇଟର୍‌କୁ ନିର୍ଦ୍ଦେଶ ଦେଇଥିଲେ। ନୂତନ ସୂଚନା ପ୍ରଯୁକ୍ତିବିଦ୍ୟା ନିୟମ ଅନୁଯାୟୀ, ଭାରତୀୟ ବ୍ୟବହାରକାରୀଙ୍କ ଅଭିଯୋଗର ମୁକାବିଲା ପାଇଁ ପ୍ରମୁଖ ସୋସିଆଲ ମିଡିଆ କମ୍ପାନୀଗୁଡିକରେ ଆରଜିଓ ନିଯୁକ୍ତ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?