ଗ୍ରାମାଞ୍ଚଳରେ ଖୋଲିବ ନାହିଁ ନୂଆ ମଦ ଦୋକାନ: ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର:୩୦।୮: ଶୁକ୍ରବାର ନୂଆ ଅବକାରୀ ନୀତି ଆଣିଛନ୍ତି ଓଡିଶା ସରକାର। ଆସନ୍ତା ସେପ୍ଟେମ୍ବର ୧ରୁ ରାଜ୍ୟରେ ଏହି ନୂଆ ଆଇନ ଲାଗୁହେବ। ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ନୂଆ ଆଇନ ବଳରେ ଗ୍ରାମାଞ୍ଚଳରେ ଆଉ ନୂଆ ମଦ ଦୋକାନ ଖୋଲିବ ନାହିଁ। କେବଳ ଥ୍ରୀ ଷ୍ଟାର୍‌ ହୋଟେଲ୍‌କୁ ନୂଆ ବାର୍ ଲାଇସେନ୍ସ ମିଳିବ। ଏହା ବ୍ୟତୀତ ଭାଙ୍ଗ, ତାଡ଼ି, ପୋଚ ପାଇଁ ମଧ୍ୟ ନିୟମ ଲାଗୁ ହେବ।

ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହେଉଛି ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଅନୁମତି ନେଇ କରିପାରିବେ ସଂଗୀତ ପରିବେଷଣ କରିପାରିବେ। କୌଣସି ପରିସ୍ଥିତିରେ ବାର୍‌ରେ ନୃତ୍ୟ ପରିବେଷଣ ଅନୁମତି ମିଳିବନି। ବିଚ୍‌ରେ ମଦ ଶ୍ୟାକ୍ସ ବା କ୍ୟାବିନ୍ ଖୋଲିବା ଅନୁମତି ପର୍ଯ୍ୟଟନ ବିଭାଗର।

ଗତ କିଛି ଦିନ ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ କିଛି ଡ୍ୟାନ୍ସ ବାର୍ ବନ୍ଦ କରିଥିବା ବେଳେ ସେଗୁଡିକ ପୁଣି ଖୋଲିବା କି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା। ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପକାଇ ସରକାର ଏଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଏହି ଡ୍ୟାନ୍ସ ବାର ଗୁଡିକ ଅନେକ ସ୍ଥାନରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିବାରୁ ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ବିଭିନ୍ନ ଅନୈତିକ କାର୍ଯ୍ୟ ମଧ୍ୟ ଚାଲୁଇଥିଲା, ଯାହା ଉପରେ ଏବେ ରୋକ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri