ନବୀନଙ୍କ ନୂଆ ଲୁକ୍‌: ଟ୍ରାକ୍‌ଶୁଟ୍‌ ପିନ୍ଧି ଷ୍ଟାଡିୟମରେ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କଳିଙ୍ଗ ଷ୍ଟାଡିୟମରେ ନୂଆ ଲୁକ୍‌ରେ ଦେଖିବାକୁ ମିଳିଛି। କଳା -ଧଳା ଟ୍ରାକ ପ୍ୟାଣ୍ଟ ଏବଂ ଟି-ଶର୍ଟ ଫିନ୍ଧି ମୁଖ୍ୟମନ୍ତ୍ରୀ ଷ୍ଟାଡିୟମକୁ ପ୍ରବେଶ କରିଥିଲେ। ସେଠାରେ ସେ ଚାଲିଥିବା ଓଡ଼ିଶା ଓମେନ୍‌ ଫୁଟବଲ ଲିଗ୍‌ ମଧ୍ୟ ଦେଖିଛନ୍ତି। ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓଡ଼ିଶା ଜର୍ସି ପରିଧାନ କରି ଷ୍ଟାଡିୟମରେ ପ୍ରବେଶ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଉପସ୍ଥିତ ଥିଲେ । ତେବେ ଷ୍ଟାଡିୟମରେ ଚାଲିଥିବା ନିର୍ମାଣଧୀନ ପ୍ରକଳ୍ପର ମଧ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?