ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍‌ଘାଟିତ

ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍‌ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ରାଜନୈତିକ ସଚିବ ଦିନେଶ ବଗର୍ତ୍ତୀ ଯୋଗଦେଇ ମଣ୍ଡିର ଶୁଭାରମ୍ଭ କରିଥିଲେ। ଏହି ମଣ୍ଡି ଦ୍ୱାରା ଅଞ୍ଚଳର ଅନେକ ଚାଷୀ ସୁବିଧାରେ ଧାନ ବିକ୍ରି କରି ଲାଭବାନ ହୋଇପାରିବେ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ କୁମାର ବେହେରା, ବରିଷ୍ଠ ରସାୟନବିତ୍‌ ସତ୍ୟ ପ୍ରକାଶ ନାଏକ, ନାଏବ ସରପଞ୍ଚ ମିତା ମାଝି, ପ୍ୟାକ୍ସ କର୍ମଚାରୀ ସୁଧାକର ମିଶ୍ର, ପୂର୍ବତନ ସରପଞ୍ଚ ଧବଲେଶ୍ୱର ନାଏକ, ଲିଙ୍ଗରାଜ ସେନାପତି, କାମାକ୍ଷ ପ୍ରସାଦ ପ୍ରଧାନୀ, କୃଷ୍ଣଚନ୍ଦ୍ର ନାଗ, ଦୟାନିଧି ହଂସ ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘବର୍ଷ ପରେ ଏହି ପଞ୍ଚାୟତରେ ନୂତନ ମଣ୍ଡି ହୋଇଥିବାରୁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପୁର ଛକରେ ଇ-ରିକ୍ସାକୁ ଧକ୍କା ଦେଲା କାର୍‌, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚାଳକଙ୍କୁ…

ଭୋଗରାଇ, ୩ l୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଜଳେଶ୍ୱର – ଚନ୍ଦନେଶ୍ୱର ୫୭ ନଂ ରାଜ୍ୟ ରାଜପଥ ଜଗନ୍ନାଥପୁର ଛକଠାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ କାର ସହିତ…

ଜଳୁଛି ଜାଗୁଳାଇପାଟଣା ଜଗନ୍ନାଥ ମନ୍ଦିର ପଛପଟ ଜଙ୍ଗଲ, ପହଞ୍ଚିଲା ଅଗ୍ନିଶମ ବିଭାଗ

ଖୋର୍ଦ୍ଧା,୩।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିର ପଛ ପଟେ ଥିବା ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି

ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ…

କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ସନ୍ଦେହପୂର୍ଣ୍ଣ ଇ-ମେଲ ଆସିବା ପରେ ଆଜି ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।…

ସ୍କୁଲ ହଷ୍ଟେଲରେ ଆଖିବୁଜିଲେ ଛାତ୍ରୀ: ସାଂଘାତିକ ଅଭିଯୋଗ ଆଣିଲେ ପରିବାର

ରାୟଗଡା,୩/୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପାଠ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ…

ଛେଳି ଚୋରିକୁ ନେଇ କଙ୍ଗାରୁ କୋର୍ଟ: ନବମ ଶ୍ରେଣୀ ଛାତ୍ରଙ୍କ ଗଲା ଜୀବନ, ୧୨ ଗ୍ରାମବାସୀ ଗିରଫ

ବାରିପଦା,୩।୩ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଛେଳି ଚୋରକୁ ନେଇ କଙ୍ଗାରୁ କୋର୍ଟ। ଘଟଣାକୁ ନେଇ ଦୁଇ ଜଣଙ୍କୁ ନିସ୍ତୁକ ମାଡ଼ ପରେ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri