Advertisement

ତଳମଲା ପଞ୍ଚାୟତରେ ନୂତନ ମଣ୍ଡି ଉଦ୍‌ଘାଟିତ

ଜୁନାଗଡ, ୨୫।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତର ନୂତନ ମଣ୍ଡି ସୋମବାର ଉଦ୍‌ଘାଟିତ ହୋଇଯାଇଛି। ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ରଙ୍କ ରାଜନୈତିକ ସଚିବ ଦିନେଶ ବଗର୍ତ୍ତୀ ଯୋଗଦେଇ ମଣ୍ଡିର ଶୁଭାରମ୍ଭ କରିଥିଲେ। ଏହି ମଣ୍ଡି ଦ୍ୱାରା ଅଞ୍ଚଳର ଅନେକ ଚାଷୀ ସୁବିଧାରେ ଧାନ ବିକ୍ରି କରି ଲାଭବାନ ହୋଇପାରିବେ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ କୁମାର ବେହେରା, ବରିଷ୍ଠ ରସାୟନବିତ୍‌ ସତ୍ୟ ପ୍ରକାଶ ନାଏକ, ନାଏବ ସରପଞ୍ଚ ମିତା ମାଝି, ପ୍ୟାକ୍ସ କର୍ମଚାରୀ ସୁଧାକର ମିଶ୍ର, ପୂର୍ବତନ ସରପଞ୍ଚ ଧବଲେଶ୍ୱର ନାଏକ, ଲିଙ୍ଗରାଜ ସେନାପତି, କାମାକ୍ଷ ପ୍ରସାଦ ପ୍ରଧାନୀ, କୃଷ୍ଣଚନ୍ଦ୍ର ନାଗ, ଦୟାନିଧି ହଂସ ପ୍ରମୁଖ ଉପସ୍ଥିତ ଥିଲେ। ଦୀର୍ଘବର୍ଷ ପରେ ଏହି ପଞ୍ଚାୟତରେ ନୂତନ ମଣ୍ଡି ହୋଇଥିବାରୁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ...

ବସଷ୍ଟାଣ୍ଡ ପାଖରେ ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ; ଅଭିଯୋଗ ପରେ ମଧ୍ୟ ନିଆଯାଉନି ପଦକ୍ଷେପ

ଝୁମ୍ପୁରା, ୧୭।୨(ଡି.ଏନ.ଏ.)-ଝୁମ୍ପୁରା ବସଷ୍ଟାଣ୍ଡ ପ୍ରବେଶ ଦ୍ୱାର ପାଖରେ ହିଁ ରହିଛି ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ। ଖୁଣ୍ଟ ଉପରେ ଝୁଲି ରହିଛି ୧୧କେଭି ଉଚ୍ଚ ଶକ୍ତି ସମ୍ପନ୍ନ...

ସ୍କୁଲ ବ୍ୟାଗ୍‌ ଓଜନ ଯାଞ୍ଚ ପାଇଁ ସ୍କ୍ବାଡ ଗଠନ ହେଲା

କେନ୍ଦୁଝର, ୧୩ା୯(ସ୍ବ.ପ୍ର.)-ଛୋଟ ପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ ହାଇକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡାକଡି ଲାଗୁ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା...

ଭୋଟ ଦେବାକୁ ୬୦ କି.ମି. ଜଳଯାତ୍ରା

ମାଲକାନଗିରି,୨୩ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ମଙ୍ଗଳବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ କାଲିମେଳା ବ୍ଲକରେ ଅନୁଷ୍ଠିତ ହୋଇଛି। ନିଜର ଗଣତାନ୍ତ୍ରିକ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ଭୋଟରମାନେ ଦୀର୍ଘ...

ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ

ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ...

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ...

କଟକରୁ ଆଉ ୮୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୭।୮-କଟକ ସହରରୁ ଶୁକ୍ରବାର ପୁଣି ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ସର୍ବାଧିକ...

ଫର୍ଜନା ଏବେ ସ୍ବପ୍ନାରାଣୀ

ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ...

Advertisement
Archives

Model This Week