ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସଂଗଠନର ନୂଆ ସଭାପତି ଭାବେ ଗୋବିନ୍ଦ ବନଛୋରନ ଚୟନ ହୋଇଥିବାବେଳେ ଉପସଭାପତି ଭାବେ ସରିତା ସିନ୍ଦୂର, ରାମଜୀ ମାତଖଣ୍ଡିଆ, ରାମଲାଲ ସୁନାନୀ, ରଘୁରାଜ ସିଂହ ମନୋନୀତ ହୋଇଛନ୍ତି। ସାଧାରଣ ସମ୍ପାଦକ ଭାବେ ଟିକେମନ ଦୀପ, ଏଲ୍‌.କେ. ନାଇଡୁ ସମ୍ପାଦକ ରୂପେ ନିକିତା ଜୈନ, ନଳିନୀକାନ୍ତ ପଟ୍ଟନାୟକ, ପ୍ରମୋଦ ଭୋଇ, ଗୀତାଞ୍ଜଳି ଭୋଇ ଏବଂ ରିଷଭ ଜୈନ କୋଷାଧ୍ୟକ୍ଷ ଭାବେ ରମେଶ ପଟ୍ଟନାୟକ ଏବଂ ଯୁଗ୍ମ କୋଷାଧ୍ୟକ୍ଷ ଭାବେ ଚମ୍ପକ ସାହାଙ୍କୁ ଘୋଷଣା କରାଯାଇଛି। ଗଣମାଧ୍ୟମ ସେଲ ମୁଖ୍ୟ ଭାବେ ସାମ୍ବାଦିକ ମହାସଂଘର ସଭାପତି ଦୟାନିଧି ସୁନାନୀଙ୍କୁ ମନୋନୀତ କରାଯାଇଛି। ବୈଠକକୁ ସାଧାରଣ ସମ୍ପାଦକ ଟିକେମନ ଦୀପ ପରିଚାଳନା କରିଥିଲେ। ଶେଷରେ ବରିଷ୍ଠ କର୍ମକର୍ତ୍ତା ରାମଜୀ ମାତଖଣ୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

କର୍ଲାମୁଣ୍ତା କଅଁସିଲ ଗ୍ରାମରେ ଫେଲ୍ ମାରିଛି ବସୁଧା ଯୋଜନା, ବିଡ଼ିଓଙ୍କ ଦ୍ବାରସ୍ଥ ହେଇ ଗ୍ରାମବାସୀ କହିଲେ….

ରିଷିଡା,୧।୭(ସୁଶାନ୍ତ ମଲ୍ଲିକ): ବିଡ଼ିଓଙ୍କ ଦ୍ବାରସ୍ଥ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ କଅଁସିଲ ଗ୍ରାମର ଗ୍ରାମବାସୀ। ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ସରକାରଙ୍କ ‘ବସୁଧା ଯୋଜନା’…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri