Posted inଜାତୀୟ

ତାମିଲନାଡୁ ବିଧାନସଭା ନିର୍ବାଚନରେ ନୂଆ ମେଣ୍ଟର ଏଣ୍ଟ୍ରି

ଚେନ୍ନାଇ, ୮।୩ : ଆଗାମୀ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏନ୍‌ଡିଏ ଓ ୟୁପିଏ ସହ ପ୍ରତିଦ୍ୱନ୍ଦ୍ୱିତା କରିବ ଆଉ ଏକ ମେଣ୍ଟ। ଆସନ୍ତା ମାସରେ ହେବାକୁ ଥିବା ନିର୍ବାଚନା ଲାଗି ଟି.ଟି.ଭି. ଦିନାକରଣଙ୍କ ଆମା ମକଲ ମୁନେଟ୍ରା କାଝାଗମ (ଏଏମ୍‌ଏମ୍‌କେ) ସହ ହାତ ମିଳାଇଛି ଅସାଦୁଦ୍ଦିନ ଓ୍ବାଇସିଙ୍କ ଏଆଇଏମ୍‌ଆଇଏମ୍‌। ବିହାର ନର୍ବାଚନରେ ୫ଟି ଆସନ ହାତେଇଥିବା ହାଇଦ୍ରାବାଦ ଏମ୍‌ପିଙ୍କ ଦଳ ଭାଜପାର ବି’ ପାର୍ଟି ବୋଲି ଦାବି କରିଆସୁଛି କଂଗ୍ରେସ। ଭୋଟ କଟର ଭାବେ କାର୍ଯ୍ୟ କରୁଥିବା ଏଆଇଏମ୍‌ଆଇଏମ୍‌ ଯୋଗୁ ଭାଜପା ନେତୃତ୍ୱାଧୀନ ମେଣ୍ଟ ଫାଇଦାରେ ରହୁଛି।

ତେବେ ୨୩୪ ଆସନ ବିଶିଷ୍ଟ ତାମିଲନାଡୁ ନିର୍ବାଚନରେ କେବଳ ୩ଟି ଆସନରେ ନିର୍ବାଚନ ଲଢ଼ିବ ଓ୍ବାଇସିଙ୍କ ଦଳ। ଏହି ରାଜ୍ୟରେ ସରକାରରେ ଥିବା ଏଆଇଏଡିଏମ୍‌କେ, ଭାଜପା ଓ ପିଏମ୍‌କେ ସହ ମେଣ୍ଟ କରିଥିବାବେଳେ ବିରୋଧୀ ଡିଏମ୍‌କେ, କଂଗ୍ରେସ, ବାମପନ୍ଥୀ ଓ ଅନ୍ୟ ଦଳ ମେଣ୍ଟ କରିଛନ୍ତି। କମଲ ହାସନଙ୍କ ଏମ୍‌ଏନ୍‌ଏମ୍‌ ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri