ଗ୍ରାମ ଉନ୍ନୟନ କମିଟିର ନୂତନ କର୍ମକର୍ତ୍ତା ଚୟନ: ନାରାୟଣ ସଭାପତି ନିଯୁକ୍ତ

ରିଷିଡା,୧୯ା୮ (ସୁଶାନ୍ତ ମଲ୍ଲିକ):କର୍ଲାମୁଣ୍ଡା ବ୍ଲକ ରିଷିଡା ଗ୍ରାମ ଉନ୍ନୟନ କମିଟିର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି l ସଭାପତି ନନ୍ଦକିଶୋର ରଣାଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ସମ୍ପାଦକ ନରୋତ୍ତମ ସେଲମା ଗତବର୍ଷର ଆୟବ୍ୟୟ ଉପସ୍ଥାପନ କରିଥିଲେ। ସର୍ବସମ୍ମତି କ୍ରମେ ନାରାୟଣ ରଣା ସଭାପତି, ଗୋବର୍ଦ୍ଧନ କୁମାର ଉପସଭାପତି, ପ୍ରେମାନନ୍ଦ ପାତ୍ର ସମ୍ପାଦକ, କରୁଣାକର ରଣା ସହ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। କାର୍ଯ୍ୟକାରୀ କମିଟିରେ ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ ବେହେରା, ନାଏବ ସରପଞ୍ଚ ନରେଶ ଦାସ, ନରୋତ୍ତମ ସେଲମା, କମ୍ବୁପାଣି ସାହୁ, ସତ୍ୟନାରାୟଣ କୁମାର, ସଞ୍ଜୟ ଜୈନ ପ୍ରମୁଖ ମନୋନୀତ ହୋଇଥିଲେ l ଶେଷରେ ଅଶୋକ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri