ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା। ଉପସ୍ଥିତ ସଭ୍ୟମାନେ ସଂଘର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିବା ସହ ସମାଧାନ ଦିଗରେ ମତାମତ ରଖିଥିଲେ। ଏହି ଅବସରରେ ନୂତନ କର୍ମକର୍ତ୍ତା ଚୟନ କରାଯାଇଛି। ସର୍ବସମ୍ମତିକ୍ରମେ ସଂଘର ସଭାପତି ଭାବେ ସଂକ୍ଷିପ୍ତ ପୁରୋହିତ, ଉପସଭାପତି ଭାବେ ଜୟରାମ ନାୟକଙ୍କୁ ମନୋନୀତ କରାଯାଇଛି। ସେହିପରି ସମ୍ପାଦକ ଭାବେ ରବୀନ୍ଦ୍ର ନାୟକ, ସହସମ୍ପାଦକ ତ୍ରିନାଥ ସାହୁ ଓ କୋଷାଧ୍ୟକ୍ଷ ଭାବେ ସୁଶୀଲ ବିଶ୍ୱାଳ ମନୋନୀତ ହୋଇଛନ୍ତି। ନୂତନ ଭାବେ ଦାୟିତ୍ୱ ନେଇଥିବା ସଦସ୍ୟମାନେ ସଂଘକୁ ମଜଭୁତ କରିବା ସହିତ ସଂଘର ସାମାଜିକ ଦାୟିତ୍ୱ ନିର୍ବାହ କରିବାକୁ ନିଷ୍ପତ୍ତି ହୋଇଥିବା ସମ୍ପାଦକ ନାୟକ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?