Odisha Elections 2024

ନୂତନ ପେଣ୍ଟ ‘ବିର୍ଲା ଓପସ୍‌’ ଉନ୍ମୋଚିତ

ଭୁବନେଶ୍ୱର, ୧୫।୯:ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ତଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପେଣ୍ଟ ‘ବିର୍ଲା ଓପସ୍‌’କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ମଧ୍ୟରେ ବିର୍ଲା ଓପସ୍‌କୁ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଯିବା କାର୍ଯ୍ୟକ୍ରମ ରହିଛି। ଏପରିକି ଗ୍ରାସିମ୍‌ ପକ୍ଷରୁ ଡେକୋରେଟିଭ ପେଣ୍ଟ ବର୍ଗମାଳାକୁ ଉନ୍ମୋଚନ କରାଯିବ। ଏ ସମ୍ପର୍କରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାରମଙ୍ଗଳମ୍‌ ବିର୍ଲା କହିଛନ୍ତି, ଡେକୋରେଟିଭ୍‌ ପେଣ୍ଟ୍‌ କ୍ଷେତ୍ରରେ ଆମର ପ୍ରବେଶ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ପସନ୍ଦ। ଏହା ଆମକୁ ଉଚ୍ଚ ଅଭିବୃଦ୍ଧି ବଜାର ହାସଲ କରିବା ଏବଂ ଏହି ବ୍ୟାପକ ଗ୍ରାହକ ଦୃଶ୍ୟପଟରେ ଉପସ୍ଥିତି ସମ୍ପ୍ରସାରଣ କରିବାରେ ସକ୍ଷମ କରିବ। ଆମର ପେଣ୍ଟ ବ୍ୟବସାୟକୁ ଆଦିତ୍ୟ ବିର୍ଲା ବ୍ରାଣ୍ଡ୍‌ ସହ ଜଡ଼ିତ ଥିବା ଶକ୍ତି ଓ ବିଶ୍ୱାସ ଆଧାରରେ ଗଠନ କରାଯିବ। ଏକ ସଫଳ ବ୍ୟବସାୟର ଶୁଭାରମ୍ଭ ପାଇଁ ଗତ କିଛି ବର୍ଷରେ କମ୍ପାନୀ ଏକ ଦୃଢ଼ ମୂଳଦୁଆ ସ୍ଥାପନ କରିଛି। ଆଗାମୀ ବର୍ଷଗୁଡ଼ିକରେ ଏକ ଲାଭଦାୟକ କମ୍ପାନୀ ଭାବେ ୨ୟ ସ୍ଥାନରେ ରହିବାକୁ ଆମେ ଉଦ୍ୟମ କରୁଛୁ ଏବଂ ଆମ ବ୍ରାଣ୍ଡ୍‌ ନାମ ଘୋଷଣା ବହୁ ପଦକ୍ଷେପ ମଧ୍ୟରୁ ପ୍ରଥମ। ଶୁଭାରମ୍ଭ ପୂର୍ବରୁ ଗ୍ରାସିମ୍‌ ପକ୍ଷରୁ ମେଟ୍ରୋ ସହରଗୁଡ଼ିକରେ ସଫଳତାର ସହ ଏହାର ପରୀକ୍ଷଣ କରାଯାଇଥିଲା ଏବଂ ଉଡ୍‌ ଫିନିସ୍‌ ବର୍ଗମାଳାକୁ ଉପସ୍ଥାପନ କରାଯାଇଛି। ମହାରାଷ୍ଟ୍ରରେ ଏଥିପାଇଁ ଏକ ଅତ୍ୟାଧୁନିକ ଆର୍‌ ଆଣ୍ଡ୍‌ ଡି ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ...

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri