Posted inଜାତୀୟ

ନୂଆ ସଂସଦ ଭବନର ଉଦ୍‌ଘାଟନୀକୁ ବର୍ଜନ କରିବେ କଂଗ୍ରେସ ସମେତ ୧୯ଦଳ, ବୟାନ ଜାରି କରି କହିଲେ କାରଣ

ନୂଆଦିଲ୍ଲୀ,୨୪।୫: କଂଗ୍ରେସ ସମେତ ୧୯ଟି ବିରୋଧୀ ଦଳ ନୂତନ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବାକୁ ଘୋଷଣା କରିଛନ୍ତି। ସମସ୍ତେ ମିଳିତ ବିବୃତ୍ତି ଦେଇଛନ୍ତି। ବିବୃତ୍ତିରେ କୁହାଯାଇଛି ଯେ, ଗଣତନ୍ତ୍ରର ଆତ୍ମା ସଂସଦରୁ ବହିଷ୍କୃତ ହୋଇଛି। ଏହି ବିଲଡିଂରେ ଆମେ କୌଣସି ମୂଲ୍ୟ ଦେଖୁନାହୁଁ । ସେଥିପାଇଁ ଆମେ ନୂତନ ସଂସଦ ଭବନର ଉଦ୍‌ଘାଟନକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛୁ। ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ସରକାର ବିରୋଧରେ ଆମେ ସଂଗ୍ରାମ ଜାରି ରଖିବୁ।

ସଂସଦ ଭବନର ଉଦ୍‌ଘାଟନକୁ ଏକ ମହତ୍ତ୍ୱପୂର୍ଣ୍ଣ ଅବସର ବୋଲି ବର୍ଣ୍ଣନା କରି କୁହାଯାଇଛି ଯେ, ସରକାର ଗଣତନ୍ତ୍ରକୁ ବିପଦରେ ପକାଉଛନ୍ତି ଏବଂ ନୂତନ ସଂସଦ ଏକ ନିରଙ୍କୁଶମୂଳକ ଭାବରେ ନିର୍ମାଣ କରାଯାଇଛି। ଆମେ ଏହି ମହତ୍ତ୍ୱପୂର୍ଣ୍ଣ ଅବସରରେ ମତଭେଦ ଦୂର କରିବାକୁ ପ୍ରସ୍ତୁତ ଥିଲୁ। କିନ୍ତୁ ପ୍ରଧାନମନ୍ତ୍ରୀ ନୂତନ ସଂସଦ ଭବନର ଉଦ୍‌ଘାଟନ ପାଇଁ ଯେଉଁ ନିଷ୍ପତ୍ତି ନିଆଯାଇଛି ତାହା କେବଳ ରାଷ୍ଟ୍ରପତିଙ୍କ ପ୍ରତି ଅପମାନ ନୁହେଁ, ବରଂ ଗଣତନ୍ତ୍ର ଉପରେ ପ୍ରତ୍ୟକ୍ଷ ଆକ୍ରମଣ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri