Posted inଜାତୀୟ

ନୂଆ ସଂସଦ ଭବନ ଉଦଘାଟନକୁ ନେଇ ପୁଣି ମୋଦିଙ୍କୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍‌ ମେ’ ୨୮ରେ ଦେଶର ନୂଆ ସଂସଦ ଭବନର ଉଦଘାଟନ କରିଛନ୍ତି। ଏହି ଅବସରରେ ବାଚସ୍ପତି ଓମ ବିର୍ଲା ଏବଂ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଏଥି ସହିତ କଂଗ୍ରେସ, ଟିଏମସି, ଆମ ଆଦମୀ ପାର୍ଟି ସମେତ ୨୧ ଟି ଦଳ ଏହି କାର୍ଯ୍ୟକ୍ରମକୁ ବହିଷ୍କାର କରିଛନ୍ତି। ଉଦଘାଟନୀ ଉତ୍ସବରେ କଂଗ୍ରେସ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଜୟରାମ ରମେଶ ଉଦଘାଟନ ପାଇଁ ମେ ୨୮ ତାରିଖ ଚୟନ କରିଥିବାରୁ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି।

ଜୟରାମ ରମେଶ ଏକ ଟୁଇଟରେ କହିଛନ୍ତି ଯେ ପଣ୍ଡିତ ନେହେରୁଙ୍କ ଶେଷ ରୀତି ବା ସଂସ୍କାର ମେ ୨୮ରେ କରାଯାଇଥିଲା। ଏଥିସହ ସାବରକରଙ୍କ ଜନ୍ମଦିନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହି ଦିନ ଉଦଘାଟନୀ ସମାରୋହ ଆୟୋଜନ କରିବାରୁ ଟାର୍ଗେଟ କରାଯାଇଛି।
ଭାରତରେ ସଂସଦୀୟ ଗଣତନ୍ତ୍ରକୁ ମଜବୁତ କରିବା ପାଇଁ ନେହେରୁଙ୍କୁ ଏହିଦିନ ୧୯୬୪ରେ ସଂସ୍କାର କରାଯାଇଥିଲା।

ସାବରକର ଯାହାର ବିଚାରଧାରା ଏମିତି ପରିବେଶ ସୃଷ୍ଟି କରିଥିଲା ଯାହା ମହାତ୍ମା ଗାନ୍ଧୀଙ୍କ ହତ୍ୟାର କାରଣ ହୋଇଥିଲା, ତାଙ୍କର ଜନ୍ମ ୧୮୮୩ ରେ ହୋଇଥିଲା।
ରାଷ୍ଟ୍ରପତି, ଯିଏ ଏହି ପଦରେ ଅବସ୍ଥାପିତ ହୋଇଥିବା ପ୍ରଥମ ଆଦିବାସୀ ତାଙ୍କୁ ତାଙ୍କ ସାମ୍ବିଧାନିକ ଦାୟିତ୍ୱ ତୁଲାଇବାକୁ ଅନୁମତି ଦିଆଯାଉ ନାହିଁ। ତାଙ୍କୁ ୨୦୨୩ରେ ନୂଆ ସଂସଦ ଭବନର ଉଦଘାଟନ କରିବାକୁ ଅନୁମତି ଦିଆଗଲା ନାହିଁ।

ସଂସଦୀୟ ପ୍ରକ୍ରିୟାକୁ ଘୃଣା କରୁଥିବା, ଯିଏ କ୍ୱଚିତ ସଂସଦରେ ଯୋଗ ଦିଅନ୍ତି କିମ୍ବା ପ୍ରକ୍ରିୟାରେ ଅଂଶଗ୍ରହଣ କରନ୍ତି, ଜଣେ ଆତ୍ମର୍ନିଭରଶୀଳ ଏକଛତ୍ରବାଦୀ ପ୍ରଧାନମନ୍ତ୍ରୀ ୨୦୨୩ରେ ନୂତନ ସଂସଦ ଭବନର ଉଦଘାଟନ କରୁଛନ୍ତି।

କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶଙ୍କ ଟୁଇଟର ଜବାବ ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ମୁଣ୍ଡା କହିଛନ୍ତି, କଂଗ୍ରେସ ନିଜ ଦୃଷ୍ଟିରେ ନିଜକୁ ଦେଖିବା ଉଚିତ। ଆଜି ଏପରି କଥା କହି ସେମାନେ ଚେଷ୍ଟା କରୁଛନ୍ତି ଯେ ଆମେ ଆଦିବାସୀମାନଙ୍କର ପ୍ରତିନିଧି ଅଟୁ। ସେମାନେ ପ୍ରଥମେ ସେମାନଙ୍କର କାର୍ଯ୍ୟର ମୂଲ୍ୟାଙ୍କନ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri