Posted inଜାତୀୟ

ନୂଆ ସଂସଦରେ ଡାକ ଟିକଟ, ୭୫ ଟଙ୍କିଆ ମୁଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଲୋକ ସଭାରେ ବାଚସ୍ପତିଙ୍କ ଆସନ ନିକଟରେ ଐତିହାସିକ ରାଜଦଣ୍ଡ ‘ସେଙ୍ଗୋଲ’ ସ୍ଥାପନ କରିଛନ୍ତି। ସଂସଦ ଗୃହର ଉଦ୍‌ଘାଟନ ପରେ ପ୍ରଧାନମନ୍ତ୍ରୀ ନୂତନ ସଂସଦ ଭିତରେ ଲୋକ ସଭାରେ ପହଞ୍ଚି ସେଠାରେ ଏକ ସ୍ବତନ୍ତ୍ର ସ୍ମରଣୀୟ ଡାକ ଟିକଟ ଏବଂ ୭୫ ଟଙ୍କିଆ ମୁଦ୍ରା ଜାରି କରିଛନ୍ତି। ଏହି ସମୟରେ ବିଭିନ୍ନ ଦଳର ଏମ୍‌ପି ତଥା ବିଶିଷ୍ଟ ନାଗରିକମାନେ ଉପସ୍ଥିତ ଥିଲେ।

ଉଦ୍‌ଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହା ୧୪୦ କୋଟି ଭାରତୀୟ ନାଗରିକଙ୍କ ଆକାଂକ୍ଷା ଏବଂ ସ୍ବପ୍ନର ପ୍ରତିଫଳନ। ଆଜି ସମଗ୍ର ବିଶ୍ୱ ଭାରତକୁ ସମ୍ମାନ ଓ ଭରସା ସହିତ ଦେଖୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି , ଯେତେବେଳେ ଭାରତ ଆଗକୁ ବଢିବ, ସେତେବେଳେ ବିଶ୍ୱ ମଧ୍ୟ ଆଗକୁ ବଢିବ। ଦେଶର ବିକାଶ ଯାତ୍ରାର କିଛି ମୁହୂର୍ତ୍ତ ଅମର ହୋଇଯାଏ ଏବଂ ଆଜି ଏପରି ଦିନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri