Posted inଜାତୀୟ

ସଂସଦ ଭବନର ଉଦ୍‌ଘାଟନୀକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି ପ୍ରଧାନମନ୍ତ୍ରୀ: ରାହୁଲ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସମେତ ୧୯ ଦଳ ବିରୋଧ କରିଛନ୍ତି। ତେବେ ଉଦ୍‌ଘାଟନ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ, ସଂସଦ ଭବନର ଉଦ୍‌ଘାଟନକୁ ପ୍ରଧାନମନ୍ତ୍ରୀ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି।
ସଂସଦ ଉଦ୍‌ଘାଟନ ପରେ ରାହୁଲ ଗାନ୍ଧୀ ଏକ ଟୁଇଟ୍‌ କରିଛନ୍ତି। ଯେଉଁଥିରେ ସେ ଲେଖିଛନ୍ତି, ସଂସଦ ଲୋକଙ୍କର ସ୍ବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନର ଉଦ୍‌ଘାଟନକ ରାଜ୍ୟାଭଷେକ ବୋଲି ଭାବୁଛନ୍ତି। ସୂଚନାଯୋଗ୍ୟ, ନୂଆ ସଂସଦ ଭବନ ପ୍ରଧାନମନ୍ତ୍ରୀ ନୁହେଁ ରାଷ୍ଟ୍ରପତି ଉଦ୍‌ଘାଟନ କରିବା ଉଚିତ୍‌ ବୋଲି କଂଗ୍ରେସ ଦାବି କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କୁ ଅପହରଣ କରି ନିଜ ଝିଅ ସହ ବିବାହ କରାଇଲେ

ପାଟନା,୧ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ...

୨୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଇଡି ଅଧିକାରୀ

ଚେନ୍ନାଇ,୧।୧୨: ଲାଞ୍ଚ ନେବାବେଳେ ଧରା ପଡିଛନ୍ତି ଜଣେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର(ଇଡି) ଅଧିକାରୀ। ତାମିଲନାଡୁରେ କଥିତ ରୂପେ ଲାଞ୍ଚ ନେବାବେଳେ ଜଣେ ଇଡି ଅଧିକାରୀ ଧରାପଡିଛନ୍ତି। ତାମିଲନାଡୁର...

ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା

କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ...

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍‌ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ...

ୟୁସିସି ଲାଗୁ କରିବା ନେଇ କେନ୍ଦ୍ରକୁ ଦେଇ ପାରିବେନି ନିର୍ଦ୍ଦେଶ, ଯାଚିକା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧।୧୨: ସମାନ ନାଗରିକ ସଂହିତା ଲାଗୁ କରିବା ନେଇ ଦାଖଲ କରାଯାଇଥିବା ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହି ମାମଲାର ଶୁଣାଣି କରି କୋର୍ଟ...

ଛାଡପତ୍ରର ୫ବର୍ଷ ପରେ ପୁଣି ବିବାହ କଲେ ଦମ୍ପତି

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର...

ମନକଥା କହିଲେ ରାହୁଲ ଗାନ୍ଧୀ, ଲେଖକ ହେବାର ଇଛା ଥିଲା ହେଲେ…

କନ୍ନୁର,୧।୧୨:କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେରଳର କନ୍ନୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ମନକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଲେଖକ ହେବାକୁ...

ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri