ନ୍ୟୁ ପୋକୋ ସି୫୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୫ା୨: ଦେଶର ପ୍ରମୁଖ ଉପଭୋକ୍ତା ଟେକ୍ନୋଲୋଜି ବ୍ରାଣ୍ଡ ପୋକୋର ସି-ସିରିଜ୍‌ ସ୍ମାର୍ଟଫୋନ୍‌ ପୋକୋ ସି୫୫ର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ନୂଆ ପୋକୋ ସି୫୫ ଏକ ଷ୍ଟାଇଲିଶ ଲେଦର-ଭଳି ଷ୍ଟିଚ୍‌ ଡିଜାଇନ୍‌ ଓ ଏକ ବୃହତ୍‌ ୬.୭୧ ଇଞ୍ଚ ଏଚ୍‌ଡି+ ଡିସ୍‌ପ୍ଳେ ସହ ଆସୁଛି, ଯାହା ଉକ୍ତ ସେଗ୍‌ମେଣ୍ଟରେ ଏକ ସମ୍ପୂର୍ଣ୍ଣ ପ୍ୟାକେଜ୍‌ ସୁନିଶ୍ଚିତ କରୁଛି। ଏକ ବିଶାଳ ବ୍ୟାଟେରିକୁ ପର୍ଯ୍ୟାପ୍ତ ଶକ୍ତି ପ୍ରଦାନ କରି ଏହାର ୧୦ୱାଟ୍‌ ଚାର୍ଜିଙ୍ଗ୍‌ ସପୋର୍ଟ ଏକ ପର୍ଯ୍ୟାପ୍ତ ବ୍ୟାଟେରି ବ୍ୟାକ୍‌ଅପ୍‌ ଦେଉଛି। ଏକ ଷ୍ଟାଇଲିଶ ବ୍ୟାକ୍‌ ପ୍ୟାନେଲ ଥିବା ପୋକୋ ସି୫୫ ଏକ ଲେଦର ଭଳି ଷ୍ଟିଚ୍‌ ଡିଜାଇନ୍‌ ଓ ଏକ ରିୟର ଫିଙ୍ଗରପ୍ରିଣ୍ଟ ସେନ୍ସର ପ୍ରଦର୍ଶିତ କରୁଛି। ୩ଟି ଉତ୍ସାହଜନକ କଲର ଯଥା ଫରେଷ୍ଟ ଗ୍ରୀନ୍‌, କୁଲ ବ୍ଲୁ ଓ ପାୱାର ବ୍ଲାକ୍‌ରେ ଏହା ଉପଲବ୍ଧ। ଏ ସମ୍ପର୍କରେ ପୋକୋ ଇଣ୍ଡିଆର କଣ୍ଟ୍ରି ହେଡ୍‌ ହିମାଂଶୁ ଟଣ୍ଡନ କହିଛନ୍ତି, ‘ପୋକୋ ଏହାର ସି-ସିରିଜ୍‌ ପୋର୍ଟଫୋଲିଓ ସହିତ ୧୦,୦୦୦ ଟଙ୍କାରୁ କମ୍‌ ମୂଲ୍ୟ ବର୍ଗରେ ଏକ ପ୍ରତିଧ୍ୱନିତ ସଫଳତା ଦେଖିଛି। ଆମେ ସର୍ବୋତ୍ତମ ଓ ସବୁଠାରୁ ଶକ୍ତିଶାଳୀ ସ୍ମାର୍ଟଫୋନ୍‌ ସହିତ ବଜେଟ ସେଗ୍‌ମେଣ୍ଟର ସ୍ତର ଉନ୍ନତ କରିବା ପାଇଁ ଉତ୍ସାହିତ ରହିଛୁ, ଯାହା ଏକ ବାସ୍ତବ ଗେମ୍‌ ଚେଞ୍ଜର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri