ପାଟଣା ଥାନାରେ ନୂତନ ଥାନାଧିକାରୀଙ୍କ ଯୋଗଦାନ

ପାଟଣା,୧୦।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ସୋମବାର ନୂତନ ଥାନାଧିକାରୀ ରାଜେନ୍ଦ୍ର ପ୍ରସାଦ ସ୍ବାଇଁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବର ସ୍ବାଇଁ ବାମୋବାରୀ ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ସୋମବାର କାର୍ଯ୍ୟରେ ଯୋଗ ଦେବା ପରେ ଏସ୍‌ଆଇ ଶିବ ଶଙ୍କର ଆଲଦା, ରଣଜିତ ପଟ୍ଟନାୟକ,ଏସ୍‌ଆଇ ପାଣ୍ଡବ ରାଉତ ପ୍ରମୁଖ ନୂତନ ଥାନାଧିକାରୀଙ୍କୁ ସ୍ବାଗତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଲକ୍ଷ ଲୁଟ୍‌ ଘଟଣା : ଅଭିଯୁକ୍ତ କୋର୍ଟ ଚାଲାଣ

ବଡ଼ବିଲ,୧୫।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ୍‌ ପାୱାର ଲିଃ କାରଖାନାର ପାର୍କିଂସ୍ଥଳୀର ପରିବହନକାରୀ ମା’ ସନ୍ତୋଷୀ ଟ୍ରାନ୍ସପୋର୍ଟ...

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬ା୫: ସ୍ବାମୀ-ସ୍ତ୍ରୀ ମଧ୍ୟରେ ସାମାନ୍ୟ ଝଗଡାରୁ ଘଟିଛି ହତ୍ୟାକାଣ୍ଡ। ସବୁଦିନ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଲାଗି ରହୁଥିଲେ ମଧ୍ୟ ଶନିବାର ରାତିରେ ଏହା ଉଗ୍ରରୂପ ଧାରଣ...

୪ ଦିନ ହେଲା ପାନୀୟଜଳ ଯୋଗାଣ ବନ୍ଦ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.) କେନ୍ଦୁଝର ସହରର ବିଭିନ୍ନ ଅଞ୍ଚଳକୁ ୪ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ସାହିବାସୀ ନାହିଁ ନ ଥିବା ଅସୁବିଧାର...

୯୦୯ କଳାକାରଙ୍କୁ ମିଳିଲା ଆଗୁଆ ଭତ୍ତା

କେନ୍ଦୁଝର, ୧୧ା୪(ଡି.ଏନ୍‌.ଏ.)- କରୋନା ଲାଗି ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ...

ନର୍ସିିଂହୋମ୍‌ ସିଲ୍‌ କଲା ପ୍ରଶାସନ

ଯୋଡ଼ା,୧୦ା୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଓ ବଡବିଲ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସାଧାରଣରେ ଆତଙ୍କ ଖେଳିଯାଇଛି। ଯୋଡ଼ା ସହରରେ ଥିବା...

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର...

ଗାଧୋଇବାକୁ ଯାଇଥିଲେ ବୃଦ୍ଧା, ଭାଲୁ ଆକ୍ରମଣରେ ଗୁରୁତର

ପାଟଣା,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେତାଙ୍ଗ ଗ୍ରାମରେ ଭାଲୁ ଆକ୍ରମଣରେ ସୋମବାର ଜଣେ ୬୦ ବର୍ଷୀୟା ବୃଦ୍ଧା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ...

ଭାରସାମ୍ୟ ହରାଇ ଓଲଟିଲା ଅଟୋ: ୪ ଗୁରୁତର, ୬ ଆହତ

ପାଟଣା,୪।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୂଳି ପାଟଣା ରାସ୍ତାର ଜଡିଚାତର ନିକଟରେ ବୁଧବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡ଼ିଛି। ଫଳରେ...

Advertisement
Archives

Model This Week