ଧର୍ମଗଡ଼ରେ ନୂତନ ଥାନା ଅଧିକାରିଣୀଙ୍କ ଯୋଗଦାନ

ଧର୍ମଗଡ, ୧୧/୩ (ଆକାଶ କୁମାର ଜଗତ):  କଳାହାଣ୍ଡି ଜିଲା ଧର୍ମଗଡ ଥାନାରେ ନୂତନ ଥାନା ଅଧିକାରୀଣି ଭାବରେ ଶ୍ୱେତପଦ୍ମା ସେଠ ଯୋଗଦାନ କରିଛନ୍ତି। ଏଠାରେ ଥିବା ଦାମୋଦର ବିହାରୀଙ୍କ ଗଞ୍ଜାମ ଜିଲାକୁ ବଦଳି ପରେ ଏହି ପଦବୀ ଖାଲି ପଡିଥିଲା। ଧର୍ମଗଡ଼ ସହରରେ ଟ୍ରାଫିକ ନିୟମ କଡାକଡ଼ି କରିବା, ରାତ୍ରିକାଳୀନ ପାଟ୍ରୋଲିଂ ସହ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନେଇ ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri